Take a fresh look at your lifestyle.
Daily Archives

January 21, 2022

୨୭ଟି ଜିଲ୍ଲା ପରିଷଦ ଜୋନ୍ ପାଇଁ କଂଗ୍ରେସର ପ୍ରାର୍ଥୀପତ୍ର ଦାଖଲ

ଢେଙ୍କାନାଳ  : ଢେଙ୍କାନାଳ ଜିଲ୍ଲାରେ ୮ଟି ବ୍ଲକ୍ ଥିବା ୨୭ଟି ଜିଲ୍ଲା ପରିଷଦ ଜୋନ୍ କଂଗ୍ରେସ୍ ଦଳ ତରଫରୁ ଜିଲ୍ଲା ସଭାପତି ସରୋଜ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି । ଓଡାପଡା ଜୋନ୍ ନଂ-୧ରୁ ବିପତି ମନୁ ନାୟକ, ଜୋନ୍-୨ରୁ ଶରତ ନନ୍ଦ, ଜୋନ୍ ୩ରୁ ସଂଗ୍ରାମ…

ଜିଲାପରିଷଦ ଆସନ ପାଇଁ ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା

ଢେଙ୍କାନାଳ  : ଢେଙ୍କାନାଳ ଜିଲ୍ଲାର ୨୭ ଜିଲ୍ଲା ପରିଷଦ ଆସନ ପାଇଁ ଶେଷ ଦିବସରେ ବିଜେଡି ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଜେଡି ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀମାନଙ୍କ ନାମ ଘୋଷଣା କରିଛନ୍ତି । ଢେଙ୍କାନାଳ ବିଧାନସଭା…

ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ: ୭୧୬୩ ଜଣଙ୍କର ପ୍ରାର୍ଥୀପତ୍ର ଦାଖଲ

ଢେଙ୍କାନାଳ : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ପାଇଁ ଶେଷ ଦିବସରେ ୨୪୧୧ ଜଣ ପ୍ରାର୍ଥୀ ବିଭିନ୍ନ ପଦବୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେମାନଙ୍କ ମଧ୍ୟରୁ ୧୫୮୦ଜଣ ୱାର୍ଡ ମେମ୍ବର ପଦବୀ ପାଇଁ, ସରପଂଚ ପଦବୀ ପାଇଁ ୩୯୧, ସମିତି ସଭ୍ୟ ପଦବୀ ପାଇଁ ୩୫୮ ଓ ଜିଲ୍ଲା ପରିଷଦ ସଦସ୍ୟ ପଦବୀ…

ଭୁବନ ବ୍ଲକ: ଅନ୍ତିମ ଦିବସ ସୁଦ୍ଧା ୬୩୩ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କଲେ

ଭୁବନ : ତ୍ରିସ୍ତରୀୟ ପଂଚାୟତ ନିର୍ବାଚନ ସକାଶେ ପ୍ରାର୍ଥୀ ପତ୍ର ଦାଖଲ ର ଆଜି ଅନ୍ତିମ ଦିବସରେ ଭୁବନ ବ୍ଲକର   ସମୁଦାୟ୨୨ ଜଣ ସମିତିସଭ୍ୟ, ୨୭ ଜଣ ସରପଂଚ ଓ ୧୯୪ ଜଣ ୱାର୍ଡମେମ୍ବର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲକରିଛନ୍ତି । ଗତ ୧୭ ତାରିଖ ନାମାଙ୍କନ ପତ୍ର ଦାଖଲ ଦିନରୁ ଆଜି ଅନ୍ତିମ…

ଡଃ ବିଧାନ ମିଶ୍ର ଜଣେ ବହୁମୁଖୀ ପ୍ରତିଭାର ଅଧିକାରୀ ଥିଲେ

ଢେଙ୍କାନାଳ: ବିଶିଷ୍ଟ ସଂଗଠକ, ବାଗ୍ମୀ, ଲେଖକ, ଆଇନଜୀବି ଓ ସାହିତ୍ୟିକ ସ୍ୱର୍ଗତ ଡଃ. ବିଧାନ ଚନ୍ଦ୍ର ମିଶ୍ରଙ୍କ ପଂଚମ ଶ୍ରାଦ୍ଧବାର୍ଷିକୀ ଅବସରରେ ଦକ୍ଷିଣକାଳୀ ମାର୍ଗସ୍ଥିତ ରତ୍ନ ମଣ୍ଡପରେ ଆଜି ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା । ବିଶିଷ୍ଟ ସମବାୟବିତ୍ ତଥା ସମୀକ୍ଷକ ସୁକାନ୍ତ…