Take a fresh look at your lifestyle.

ଷଡଙ୍ଗି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ମହାପ୍ରୟାଣ ଦିବସ ପାଳନ

0 33

Get real time updates directly on you device, subscribe now.

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀ ରେ ଆଜି ଭର୍ଚୁଆଲ ମୋଡ଼ ରେ ମହାପ୍ରୟାଣ ଦିବସ ବିଦ୍ୟାଳୟ ଅନୁଷ୍ଠିତ ହୋଇଯାଇଅଛି।

ବିଦ୍ୟାଳୟ ର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକ୍ରୁତିବନ୍ଧୁ ହରିହର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ମହାତ୍ମାଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଥିଲେ।

ଶ୍ରୀ ସାହୁ ଜାତିର ଜନକ ମହାତ୍ମାଗାନ୍ଧୀ ଙ୍କ ଜିବନୀ ଉପରେ ଆଲୋଚନା କରିଥିଲେ ଓ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବାକୁ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ, ଛାତ୍ର ଛାତ୍ରୀ ମାନଙ୍କୁ, ପରିଚାଳନା ପରିଷଦ ସଭାପତି, ଉପସଭାପତି, ସଭ୍ୟ ସଭ୍ୟା ମାନଙ୍କୁ ଅନୁରୋଧ କରିଥିଲେ। ପରେ ଶ୍ରୀ ସାହୁ ରାମଧୁନୀ ଗାନ କରିଥିଲେ।

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.