ବ୍ରହ୍ମପୁରରେ ‘ରାଷ୍ଟ୍ରପିତାଙ୍କ ଅସମ୍ମାନ-ସହିବ ନାହିଁ ହିନ୍ଦୁସ୍ତାନ’ର ପ୍ରତିବାଦ ସଭା
ବ୍ରହ୍ମପୁର : ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ରବିବାର ନବୀନ ଭବନ ଠାରେ ‘ରାଷ୍ଟ୍ରପିତାଙ୍କ ଅସମ୍ମାନ-ସହିବ ନାହିଁ ହିନ୍ଦୁସ୍ଥାନ’ ଶୀର୍ଷକ ଏକ ନୀରବ ପ୍ରତିବାଦ ସଭାର ଆୟୋଜନ କରାଯାଇଛି ।
ନବୀନର ସମ୍ପାଦକ ତଥା ହିନ୍ଦ୍ ମଜଦୁର ସଭାର ରାଜ୍ୟ ଉପସଭାପତି ଏବଂ ବରିଷ୍ଠ…