Take a fresh look at your lifestyle.
Daily Archives

April 15, 2022

ବିଶ୍ୱ ଓଡ଼ିଶା ମହିଳା ପରିଷଦ ପାଳିଲା ଓଡ଼ିଆ ନବବର୍ଷ: ଯୋରନ୍ଦା ଓ ବଣସିଂହ ରେ ଉଲ୍ଲାସର ପର୍ବ

ଢେଙ୍କାନାଳ : ବିଶ୍ବ ଓଡ଼ିଶା ମହିଳା ପରିଷଦ, ଯୋରନ୍ଦା ଶାଖା ଆନୁକୂଲ୍ୟରେ ଓଡ଼ିଆ ନବବର୍ଷ ମହୋତ୍ସବ ଆନନ୍ଦ ଉଲ୍ଲାସର ସହିତ ଯୋରନ୍ଦା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋରନ୍ଦା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଆରତୀ ନାୟକ,…

ଗଁଦିଆ ଥିଙ୍କର୍ସ ଫୋରମ୍ ତରଫରୁ ଓଡ଼ିଆ ନବବର୍ଷ ଓ ବିଷୁବ ମିଳନ ସମାରୋହ

ଗଁଦିଆ: ଗଁଦିଆ ଥିଙ୍କର୍ସ ଫୋରମ୍ ତରଫରୁ ଓଡ଼ିଆ ନବବର୍ଷ ଓ ବିଷୁବ ମିଳନ ସମାରୋହ ଥିଙ୍କର୍ସ ଫୋରମ୍ ସଭାପତି ସୁବ୍ରତ କୁମାର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ଅଧ୍ୟକ୍ଷତାରେ  ବିଷୁବ ସଂକ୍ରାନ୍ତି ଉପଲକ୍ଷେ ସନ୍ଧ୍ୟା ସମୟରେ ଅନୁଷ୍ଠିତ ହୋଇଯାଇଅଛି। ଏହି…

ଜଗନ୍ନାଥ ସଂସ୍କୃତି ସମ୍ବନ୍ଧରେ ଆଲୋଚନା ଚକ୍ର

କୋଣାର୍କ : ଓଡିଆ ନବବର୍ଷ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଶ୍ରୀ ଜଗନ୍ନାଥ ସମାଜ କଲ୍ୟାଣ ସଂସ୍ଥାନ, ମଲ୍ଲଗ୍ରାମ ପକ୍ଷରୁ କୋଣାର୍କ ସ୍ଥିତ ଶିଳ୍ପୀବାଟିକା ପରିସରରେ ଜଗନ୍ନାଥ ସଂସ୍କୃତି ସମ୍ପନ୍ଧରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କୋଣାର୍କ ବିଜ୍ଞାପିତ ଅଞ୍ଚଳ…

‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

ଭୁବନ : ଆସନ୍ତା ଅପ୍ରେଲ ୧୭ ତାରିଖ ରବିବାର ମହାନ ଜନନାୟକ, ବିଶିଷ୍ଟ ରଷ୍ଟ୍ରନୀତିଜ୍ଞ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ ଶ୍ରାଦେ୍ଧାସôବ ରେ ବିଜୁଜନତା ଦଳ ତରଫରୁ ‘ଜୀବନ ବିନ୍ଦୁ’ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । ଏଥି ନିମନ୍ତେ  ବିଷ୍ଣୁପ୍ରିୟା ଗାଲାକ୍ସି ପରିସରରେ…

କାଉନସିଲର ଗିରିଧାରୀ ସାହୁଙ୍କୁ ସମ୍ବର୍ଦ୍ଧନା

ଭୁବନ : ଭୁବନ ଏନଏସି ଅନ୍ତର୍ଗତ ୧ ନମ୍ବର ୱାର୍ଡ କାଉନସିଲର ଗିରିଧାରୀ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଓଡିଆ ନବବର୍ଷ ଓ ବିଶୁବମିଳନ ଅବସରରେ ପୂର୍ବତନ ନଗରପାଳ ନନ୍ଦକିଶୋର ସାହୁ ଙ୍କ ଦ୍ୱାରା କାଉନସିଲର ଗିରିଧାରୀ ସାହୁଙ୍କୁ…