Take a fresh look at your lifestyle.
Daily Archives

April 24, 2022

କଙ୍କଡ଼ାହାଡ଼ ବ୍ଲକ ସାମ୍ବାଦିକ ସଂଘର ଜରୁରୀକାଳୀନ ବୈଠକ

ଢେଙ୍କାନାଳ  :କଙ୍କଡ଼ାହାଡ଼ ବ୍ଲକ ଦଣ୍ଡାଧର ଡ୍ୟାମ ପାଖରେ କଙ୍କଡ଼ାହାଡ଼ ବ୍ଲକ ସାମ୍ବାଦିକ ସଂଘ ବୈଠକ କଙ୍କଡ଼ାହାଡ଼ ବ୍ଲକ ସାମ୍ବାଦିକ ସଂଘ ସଭାପତି ରାଜେଶ କୁମାର ଦେହୁରୀଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଅନୁଷ୍ଠିତ ହେଇଥିଲା ।ସଂଘ ଉପସଭାପତି ଦିପେଶ ପଣ୍ଡା ସ୍ୱାଗତ ଅଭିଭାଷଣ ଦେଇଥିଲେ ।…

କବି,ଲେଖକ,ସାହିତ୍ୟିକ ମାନେ ସମାଜରେ ପରିବର୍ତନ  ଆଣିପାରିବେ’

ଭୁବନ  :ଭୁବନ ବ୍ଲକ ଅନ୍ତର୍ଗତ ପୁରୁଷୋତମପୁର (ମଣିପୁର) ଶାସନ ଶିବମନ୍ଦିର ପ୍ରାଙ୍ଗଣରେ ‘ବ୍ରାହ୍ମଣୀ ସାହିତ୍ୟ ସଂସଦ’ ର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଆର୍ଯ୍ୟକବି ପଣ୍ଡିତ ପ୍ରମୋଦ କୁମାର ମିଶ୍ର ଉଦଘାଟକ ଭାବେ ଯୋଗଦେଇ  ପ୍ରଦୀପ ପ୍ରଜ୍ଜ୍ୱଳନ କରି ବେଦପାଠ ଓ ମନ୍ତ୍ର ଉଚ୍ଚାରଣ…

ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ଭୁବନ : ଭୁବନ ବ୍ଲକ ଅନ୍ତର୍ଗତ ଶ୍ରୀଶ୍ରୀ ବାଲୁଙ୍କେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାରୁଆଁ(ବି) ତରଫରୁ ଆୟୋଜିତ ଆତ୍ମରକ୍ଷା କୌଶଳ ଶିବିର ଉଦଯାପିତ ହୋଇଯାଇଛି । ଅଧ୍ୟକ୍ଷ ରବି ନାରାୟଣସାହୁ ଙ୍କ ସଭାପତିତ୍ୱ ଓ ସଂଯୋଜକ ଲକ୍ଷବଚ୍ଚ କୁମାର ରାଉତ ଙ୍କ ପରିଚାଳନା ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…

ସରସ୍ୱତୀ ଶିଶୁ ମନ୍ଦିର ର ୨୯ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭୁବନ : ଭୁବନ ସରସ୍ୱତୀ ଶିଶୁମନ୍ଦିରର ୨୯ ତମବାର୍ଷିକଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା କମିଟି ସଭାପତି ପ୍ରଭାତ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଭୁବନ ନଗରପାଳ ଶୁଭେନ୍ଦୁ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାଧନା କଲେ ସିଦ୍ଧିମିଳେ, ନିଷ୍ଠା,ଏକାଗ୍ରତା ଜଣକୁ ସଫଳତାର…