Take a fresh look at your lifestyle.
Monthly Archives

April 2022

‘ଅନୁଷ୍ଠାନ ପ୍ରତି କୃତଜ୍ଞତାବୋଧ ଜରୁରୀ’

ଢେଙ୍କାନାଳ :   ପ୍ରତ୍ୟେକ ଶିକ୍ଷାନୁଷ୍ଠାନରୁ ଛାତ୍ରଛାତ୍ରୀ ଜ୍ଞାନ, ବିଜ୍ଞାନ, କୌଶଳ ଆଦି ଅନେକ କଥା ଶିଖିଥାନ୍ତି । ଯାହା ସେମାନଙ୍କୁ ଜୀବନରେ ଆଗକୁ ବଢ଼ିବାରେ ସହାୟକ ହୁଏ । ତା’ର ପ୍ରତିଦାନରେ ସେମାନେ ଅନୁଷ୍ଠାନକୁ କିଛି ଫେରାଇବା ଉଚିତ୍‍ । ଅନ୍ତତଃ ଅନୁଷ୍ଠାନ ପ୍ରତି କୃତଜ୍ଞତାବୋଧ ଓ…

ବିଜୁବାବୁଙ୍କୁ ମରଣୋତର ଭାରତ ରତ୍ନ ଦିଆଯାଉ

ଭୁବନ : ଭୁବନ ବ୍ଲକଏବଂ ନଗର ବିଜେଡି ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ଜନନାୟକ,ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀବିଜୁ ପଟ୍ଟନାୟକ ଙ୍କ ୨୫ ତମତିରୋଧାନ ଦିବସ ପାଳିତ ହୋଇଯାଇଛି । ଏନଏସି ବିଜେଡିସଭାପତି ତଥା ପୂର୍ବତନ ନଗରପାଳ ନନ୍ଦ କିଶୋରସାହୁ ଙ୍କ ଅଧ୍ୟକ୍ଷତାରେ ପ୍ରସିଦ୍ଧ ଶୈବ ପୀଠ…

ଶିକ୍ଷା ସଚେତନତା ରଥ ଓ ପ୍ରାରମ୍ଭିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ରଥ ଦ୍ୱୟର ଶୁଭ ଉଦ୍ଘାଟନ

ଢେଙ୍କାନାଳ :  କୋମଳମତି  ଛାତ୍ରୀ / ଛାତ୍ରମାନଙ୍କୁ ବିଦ୍ୟାଳୟକୁ ଆକୃଷ୍ଟ କରିବାପାଇଁ ତଥା ଉତ୍ତମ ଗୁଣବତ୍ତା ଶିକ୍ଷା, ପ୍ରାରମ୍ଭିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ପ୍ରତି ସଚେତନତା ବଢ଼ାଇବା ପାଇଁ ଆଜି ଶିକ୍ଷା ସଚେତନତା ରଥ ଓ ପ୍ରାରମ୍ଭିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ରଥ…

ବିଶ୍ୱ ଓଡ଼ିଶା ମହିଳା ପରିଷଦ ପାଳିଲା ଓଡ଼ିଆ ନବବର୍ଷ: ଯୋରନ୍ଦା ଓ ବଣସିଂହ ରେ ଉଲ୍ଲାସର ପର୍ବ

ଢେଙ୍କାନାଳ : ବିଶ୍ବ ଓଡ଼ିଶା ମହିଳା ପରିଷଦ, ଯୋରନ୍ଦା ଶାଖା ଆନୁକୂଲ୍ୟରେ ଓଡ଼ିଆ ନବବର୍ଷ ମହୋତ୍ସବ ଆନନ୍ଦ ଉଲ୍ଲାସର ସହିତ ଯୋରନ୍ଦା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋରନ୍ଦା ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଆରତୀ ନାୟକ,…

ଗଁଦିଆ ଥିଙ୍କର୍ସ ଫୋରମ୍ ତରଫରୁ ଓଡ଼ିଆ ନବବର୍ଷ ଓ ବିଷୁବ ମିଳନ ସମାରୋହ

ଗଁଦିଆ: ଗଁଦିଆ ଥିଙ୍କର୍ସ ଫୋରମ୍ ତରଫରୁ ଓଡ଼ିଆ ନବବର୍ଷ ଓ ବିଷୁବ ମିଳନ ସମାରୋହ ଥିଙ୍କର୍ସ ଫୋରମ୍ ସଭାପତି ସୁବ୍ରତ କୁମାର ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଓ ଅଧ୍ୟକ୍ଷତାରେ  ବିଷୁବ ସଂକ୍ରାନ୍ତି ଉପଲକ୍ଷେ ସନ୍ଧ୍ୟା ସମୟରେ ଅନୁଷ୍ଠିତ ହୋଇଯାଇଅଛି। ଏହି…

ଜଗନ୍ନାଥ ସଂସ୍କୃତି ସମ୍ବନ୍ଧରେ ଆଲୋଚନା ଚକ୍ର

କୋଣାର୍କ : ଓଡିଆ ନବବର୍ଷ ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଶ୍ରୀ ଜଗନ୍ନାଥ ସମାଜ କଲ୍ୟାଣ ସଂସ୍ଥାନ, ମଲ୍ଲଗ୍ରାମ ପକ୍ଷରୁ କୋଣାର୍କ ସ୍ଥିତ ଶିଳ୍ପୀବାଟିକା ପରିସରରେ ଜଗନ୍ନାଥ ସଂସ୍କୃତି ସମ୍ପନ୍ଧରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କୋଣାର୍କ ବିଜ୍ଞାପିତ ଅଞ୍ଚଳ…

‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

ଭୁବନ : ଆସନ୍ତା ଅପ୍ରେଲ ୧୭ ତାରିଖ ରବିବାର ମହାନ ଜନନାୟକ, ବିଶିଷ୍ଟ ରଷ୍ଟ୍ରନୀତିଜ୍ଞ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କ ଶ୍ରାଦେ୍ଧାସôବ ରେ ବିଜୁଜନତା ଦଳ ତରଫରୁ ‘ଜୀବନ ବିନ୍ଦୁ’ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । ଏଥି ନିମନ୍ତେ  ବିଷ୍ଣୁପ୍ରିୟା ଗାଲାକ୍ସି ପରିସରରେ…

କାଉନସିଲର ଗିରିଧାରୀ ସାହୁଙ୍କୁ ସମ୍ବର୍ଦ୍ଧନା

ଭୁବନ : ଭୁବନ ଏନଏସି ଅନ୍ତର୍ଗତ ୧ ନମ୍ବର ୱାର୍ଡ କାଉନସିଲର ଗିରିଧାରୀ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଓଡିଆ ନବବର୍ଷ ଓ ବିଶୁବମିଳନ ଅବସରରେ ପୂର୍ବତନ ନଗରପାଳ ନନ୍ଦକିଶୋର ସାହୁ ଙ୍କ ଦ୍ୱାରା କାଉନସିଲର ଗିରିଧାରୀ ସାହୁଙ୍କୁ…

ନଗରପାଳ ଙ୍କ ପରିମଳ ବ୍ୟବସ୍ଥାର ସମୀକ୍ଷା ବୈଠକ

ଭୁବନ : ଭୁବନ ଏନଏସି ନଗରପାଳ ଶୁଭେନ୍ଦୁ କୁମାର ସାହୁ ଗତ ମାସ ୩୦ ତାରିଖରେ ଦାୟିତ୍ୱ ଗ୍ରହଣ କରିଥିଲେ କିନ୍ତୁ ପୌରାଧ୍ୟକ୍ଷ ଙ୍କ ପ୍ରକୋଷ୍ଠ କାର୍ଯ୍ୟ ଶେଷ ହୋଇନଥିବାରୁ ଆସନ ଅଧିଗ୍ରହଣ କରିନଥିଲେ । ଗତକାଲି ପୂର୍ବାହ୍ନରେ ପୌରାଧ୍ୟକ୍ଷ ଙ୍କ ଅଫିସ ପ୍ରକୋଷ୍ଠରେ ପୂଜାର୍ଚ୍ଚନା ହୋଇଥିଲା ଓ…

‘ବାଣୀ ସାହିତ୍ୟ ସଂସଦ’ ତରଫରୁ ବିଶୁବ ମିଳନ

ଭୁବନ : ଭୁବନର ସର୍ବପୁରାତନ ତଥା ସଂଭ୍ରାନ୍ତ ସାହିତ୍ୟ ଅନୁଷ୍ଠାନ ‘ବାଣୀ ସାହିତ୍ୟ ସଂସଦ’ ତରଫରୁ ରଘୁନାଥ ଭବନ ଠାରେ ଆଜି ସଂଧ୍ୟାରେ ବିଶୁବ ମିଳନ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସ୍ଥାୟୀ ସଭାପତି ବାଣୀଶ୍ରୀ ରବୀନ୍ଦ୍ର କୁମାର ହୋତା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଶିଷ୍ଟ…