Take a fresh look at your lifestyle.
Daily Archives

June 22, 2022

ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ, ସମସ୍ୟାର ଆସୁ ସମାଧାନ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ପତ୍ର

ଗଁଦିଆ : ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଶ୍ରୀରାମ ଚନ୍ଦ୍ର ପୁରସ୍ଥ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଭିନ୍ନ ସମସ୍ୟା ଲାଗି ରହିଛି l ଏ ସମ୍ପର୍କରେ ବ୍ଲକ ଆମ୍ ଆଦମୀ ପାର୍ଟିର ଏକ ପ୍ରତିନିଧି ମଣ୍ଡଳୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ସହିତ ଆଲୋଚନା କରି ପରିଦର୍ଶନ କରିଥିଲେ l ବାରମ୍ବାର…

ଭୁବନ ଏନଏସି ରେ ସ୍ୱଚ୍ଛ ସାଥୀ ଙ୍କୁ ପୋଷାକ ବଣ୍ଟନ

ଭୁବନ : ଭୁବନ ଏନଏସି ତରଫରୁ ସ୍ୱଚ୍ଛସାଥୀ ମାନଙ୍କୁ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନଗରପାଳ ଶୁଭେନ୍ଦୁ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପରିମଳ ବ୍ୟବସ୍ଥାରେ ସୁଧାର ଆଣିବାରେ ସ୍ୱଚ୍ଛସାଥୀ ମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିବା ସହ…

ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଉଦଘାଟିତ

ଭୁବନ : ଭୁବନ ବ୍ଲକ ଅନ୍ତର୍ଗତ ଭୂଷଳ ପଂଚାୟତର କୀର୍ତନପୁର ଓ ଜୟପୁର ଗ୍ରାମକୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଭାବେ ଘୋଷଣା କରାଯାଇଛି । କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି,ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନଡିଆ ବାଡେଇ ଫିତା କାଟି…

ପାନୀୟ ଜଳ, ପରିମଳ, କୃଷି, ସ୍ୱାସ୍ଥ୍ୟ,ଶିକ୍ଷା,ନରେଗା ଓ ରାସନକର୍ଡ ସଂପର୍କରେ ଆଲୋଚନା

ଭୁବନ : ଭୁବନ ପଂଚାୟତ ସମିତିର ତୃତୀୟ ସାଧାରଣ ବୈଠକ ବ୍ଲକ ସଭାଗୃହ ପରିସରରେ ଆଜି ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ସିପ୍ରା ବରାଳ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି,ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ…