Take a fresh look at your lifestyle.

ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଉଦଘାଟିତ

0 10

Get real time updates directly on you device, subscribe now.

ଭୁବନ : ଭୁବନ ବ୍ଲକ ଅନ୍ତର୍ଗତ ଭୂଷଳ ପଂଚାୟତର କୀର୍ତନପୁର ଓ ଜୟପୁର ଗ୍ରାମକୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଭାବେ ଘୋଷଣା କରାଯାଇଛି । କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି,ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନଡିଆ ବାଡେଇ ଫିତା କାଟି ଆଦର୍ଶ ଗ୍ରାମକୁ ଉଦଘାଟନ କରିଥିଲେ ।

ବିଡିଓ ଆଶୀର୍ବାଦ ପରିଡା,ବ୍ଲକ ଅଧ୍ୟକ୍ଷା ସିପ୍ରା ବରାଳ, ଉପାଧ୍ୟକ୍ଷା ସରୋଜିନୀ ଦ୍ୱିବେଦୀ ,ଭୂଷଳ ସରପଂଚ ,ସମିତିସଭ୍ୟ ଉଗ୍ରସେନ ବେହେରା ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ,ପୂର୍ବତନ ସମିତିସଭ୍ୟ ଅମୂଲ୍ୟ ଦ୍ୱିବେଦୀ, ସୁଧାକର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.