Take a fresh look at your lifestyle.
Monthly Archives

June 2022

ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଉଦଘାଟିତ

ଭୁବନ : ଭୁବନ ବ୍ଲକ ଅନ୍ତର୍ଗତ ଭୂଷଳ ପଂଚାୟତର କୀର୍ତନପୁର ଓ ଜୟପୁର ଗ୍ରାମକୁ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଭାବେ ଘୋଷଣା କରାଯାଇଛି । କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି,ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନଡିଆ ବାଡେଇ ଫିତା କାଟି…

ପାନୀୟ ଜଳ, ପରିମଳ, କୃଷି, ସ୍ୱାସ୍ଥ୍ୟ,ଶିକ୍ଷା,ନରେଗା ଓ ରାସନକର୍ଡ ସଂପର୍କରେ ଆଲୋଚନା

ଭୁବନ : ଭୁବନ ପଂଚାୟତ ସମିତିର ତୃତୀୟ ସାଧାରଣ ବୈଠକ ବ୍ଲକ ସଭାଗୃହ ପରିସରରେ ଆଜି ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ସିପ୍ରା ବରାଳ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି,ଇସ୍ପାତ ଓ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ…

ମଠକରଗୋଳା ଗ୍ରାମ ର ନୂତନ କାର୍ଯ୍ୟକର୍ତ୍ତା ନିର୍ବାଚିତ

କାମାକ୍ଷାନଗର: ମଠକରଗୋଳା ଗ୍ରାମର ସମସ୍ତ ଗ୍ରାମବାସୀଙ୍କ ସହଯୋଗରେ ଏବଂ ସର୍ବସମ୍ମତି କ୍ରମେ ଗ୍ରାମ୍ୟ ପରିଚାଳନା କମିଟିର ସଭାପତି ଭାବରେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜେନା ଙ୍କୁ ମନୋନୀତ କରାଯାଇଅଛି । ଏହି ଅଞ୍ଚଳର ଉନ୍ନତି ପାଇଁ ଗ୍ରାମର ସମସ୍ତ ଜନସାଧାରଣ ଙ୍କ…

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

ଢେଙ୍କାନାଳ : ପରଜଙ୍ଗ ଥାନା କନ୍ତୋର ଗାଁରେ ବଜ୍ରାଘାତ ଘଟି ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ଯୁବକ ଜଣଙ୍କ କନ୍ତୋର ଗାଁର ପ୍ରଶାନ୍ତ କୁମାର ସାହୁ । ପ୍ରଶାନ୍ତ ଘର ପାଖରେ ଥିବା କୂଅ ନିକଟରେ ବସିଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ । ପରିବାର ଲୋକେ ତାଙ୍କୁ ଏକ କାର ଯୋଗେ ପରଜଙ୍ଗ…

ସରକାରୀ ଜାଗା ଜବରଦଖଲକାରୀ ଙ୍କୁ ସୁରକ୍ଷା ଦେଉଛି ଭୁବନ ତହସିଲ

ଭୁବନ :ଢେଙ୍କାନାଳ ଜିଲ୍ଲା ଭୁବନ ତହସିଲ ଅନ୍ତର୍ଗତ ବିଭିନ୍ନ ମୌଜାରେ ସରକାରୀ ଜାଗା ବେଆଇନ ଭାବେ ଜବରଦଖଲ ହେଉଥିବା ବେଳେ ତହସିଲ ପ୍ରଶାସନ ଏଥିପ୍ରତି ଆଦୌ ଦୃଷ୍ଟି ଦେଉନାହିଁ । ତହସିଲ ଅଫିସ ଠାରୁ ମାତ୍ର ୫୦ ମିଟର ଦୂର ମୁଖ୍ୟରାସ୍ତାରେ ଜବରଦଖଲ ହେଉଥିବା , ଫଟୋକପି ପ୍ରଦାନ ସତ୍ୱେ ତହସିଲଦାର…

ଜିରାଳ ଉଚ୍ଚ ବିଦ୍ୟାଳୟରେ୧୯୯୦ ମସିହା ୧୦ ମ ଶ୍ରେଣୀ ବନ୍ଧୁ ମିଳନ

ଭୁବନ: ଭୁବନ ବ୍ଲକ୍ ର ଜିରାଳ ଉଚ୍ଚ ବିଦ୍ୟାଳୟରେ ୧୯୯୦ ମସିହା ର ୧୦ ମ ଶ୍ରେଣୀ ବନ୍ଧୁ ମିଳନ ବିଦ୍ୟାଳୟ ପରିସର ରେ ଅନୁଷ୍ଠିତ ହୋଇଯାଅଛି । ଉତ୍କ କାର୍ଯ୍ୟକ୍ରମ ରେ ପୂର୍ବତନ ଶିକ୍ଷକ ଶ୍ରୀଯୁକ୍ତ ବିପ୍ରବର୍ ସାହୁ ସଭାପତିତ୍ବ କରିଥିଲେ । ପ୍ରଥନା"ଅହେ ଦୟା ମୟ ବିଶ୍ଵ ବିହାରୀ" ପୁରାତନ ଛାତ୍ର…