ମହିଳା ଗୋଷ୍ଠୀ ପରିବର୍ତ୍ତେ ସମବାୟ ସମିତି ମାଧ୍ୟମରେ ଧାନ ମଣ୍ଡି ଏବଂ ସଠିକ ପଞ୍ଜିକରଣ ଦାବି
ଢେଙ୍କାନାଳ : ସେବା ସମବାୟ ସମିତି ମାଧ୍ୟମରେ ଧାନ ମଣ୍ଡି ଏବଂ ଚାଷୀ ମାନଙ୍କର ସଠିକ ପଞ୍ଜିକରଣ କରିବାପାଇଁ କାନ୍ତିଓ-ପୁଟସାହି ଗ୍ରାମପଞ୍ଚାୟତର ଚାଷୀ ମାନେ ଜିଲ୍ଲପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି l ଗତ ବର୍ଷ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ଅସାବଧାନତା,…