Take a fresh look at your lifestyle.

ଦ୍ରୌପଦୀ ମୁର୍ମୁ ଙ୍କ ବିଜୟ ପାଇଁ ପରଜଙ୍ଗ ବିଜେପି ର ପୂଜାର୍ଚନା

0 105

କଙ୍କଡାହାଡ଼ (ଟୁକୁନ ବିଶ୍ୱାଳ): ଓଡ଼ିଶାର ଗର୍ବ, ଗୌରବ, ଓଡ଼ିଆ ଓ ଆଦିବାସୀ ମହିଳା ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀଭାବେ ମନୋନୀତ କରିଛିି । ଆଗାମୀ ୧୮ତାରିଖରେ ରାଷ୍ଟ୍ରପତି ନିର୍ବାଚନ ହେବ। ଏହି ଅବସରରେ ରାଜ୍ୟ ବିଜେପି ପକ୍ଷରୁ ଶ୍ରୀମତୀ ମୁର୍ମୁଙ୍କ ବିଜୟ ପାଇଁ ସମସ୍ତ ମନ୍ଦିରରେ ପୂଜାର୍ଚନା କରି ବିଜୟ କାମନା କରିଛନ୍ତି |

ସେହି ପରିପ୍ରେକ୍ଷୀରେ ଆଜି ପରଜଙ୍ଗ ନିର୍ବାଚନ ମଣ୍ଡଳୀ ବିଜେପି ପକ୍ଷରୁ ଅଷ୍ଟଶମ୍ଭୁ ମନ୍ଦିର ରେ ପୂଜା ଅର୍ଚ୍ଚନା କରି ବିଜୟ କାମନା କରା ଯାଇଛି | ଏହି କାର୍ଯ୍ୟକ୍ରମ ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଭୂତି ଭୂଷଣ ପ୍ରଧାନ, ଯୁବ ମୁର୍ଚ୍ଛା ରାଜ୍ୟ ସାଧାରଣ ସମ୍ପାଦକ ଦୀପକ ଗୋଛାୟତ, ବ୍ଲକ ଅଧକ୍ଷା ଶର୍ମିଷ୍ଠା ଦଳବେହେରା, ପରଜଙ୍ଗ ବ୍ଲକ ଉପାଧ୍ୟକ୍ଷା ଯଶସ୍ୱନି ରାଉତ ଙ୍କ ସହ ଦଳୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ପୂଜାର୍ଚ୍ଚନା କରି ଥିଲେ |

- Advertisement -

Leave A Reply

Your email address will not be published.