Take a fresh look at your lifestyle.
Daily Archives

August 24, 2022

ବ୍ଲକ ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ

ଭୁବନ : ବେରୋଜଗାର ଯୁବକ , ଯୁବତୀ ମାନଙ୍କୁ ଆତ୍ମନିଯୁକ୍ତି ସହ ରୋଜଗାର ସୁବିଧା ସୁଯୋଗ ଯେଗାଇ ଦେବା ନିମନ୍ତେ ରାଜ୍ୟ ସରକାର ଓରମାସ ଏବଂ ଡିଡିୟୁ-ଜିକେୱାଇ ସହଭାଗିତାରେ ନିଯୁକ୍ତି ମେଳା ଆୟୋଜନ କରୁଛନ୍ତି । ଏହି କ୍ରମରେ ଆଜିଭୁବନ ବ୍ଲକ ପରିସରରେ ଦିନ୍ ଦୟାଲ ଉପାଧ୍ୟାୟ ନିଯୁକ୍ତି ମେଳା…

ଭୁବନର ପ୍ରସିଦ୍ଧ ଗଣେଶପୂଜା ପାଇଁ ଶାନ୍ତି କମିଟିର ପ୍ରସ୍ତୁତି ବୈଠକ ଅଗଷ୍ଟ ୩୧ ରେ ପୂଜା ଆରମ୍ଭ

ଭୁବନ: ଭୁବନରେ ଦ୍ୱିତୀୟ ଦଶହରାର ମାନ୍ୟତା ପାଇଥିବା ପ୍ରସିଦ୍ଧ ଗଣେଶପୂଜା ଉପଲକ୍ଷେ ଏନଏସି ପ୍ରଶାସନ ତରଫରୁ ଶାନ୍ତିକମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ନଗରପାଳ ଶୁଭେନ୍ଦୁ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କାମାକ୍ଷାନଗର ଉପ ଜିଲ୍ଲାପାଳ ଜ୍ୟୋତି ଶଙ୍କର…

ଭୁବନ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଉଦ୍ୟୋଗୀ ଦିବସ ପାଳିତ

ଭୁବନ : ଭୁବନ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ସ୍ୱାବଲମ୍ବୀ ଭାରତ ଅଭି୍ୟାନ ଆନୁକୂଲ୍ୟରେ ବିଶ୍ୱ ଉଦ୍ୟୋଗୀ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଦାସ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନଗରପାଳ ଶୁଭେନ୍ଦୁ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ରିମ୍ଝିମ୍ କମ୍ପାନୀରେ ନିଯୁକ୍ତି ଅଡୁଆ ତୁଟୁନି ହୋହାଲ୍ଲା ପରେ ପ୍ରଥମ ଦଫାରେ ୬୪ କ୍ଷତିଗ୍ରସ୍ତଙ୍କୁ ନିଯୁକ୍ତି…

କାମାକ୍ଷାନଗର ( ରାଜ କିଶୋର ରାଉତ): ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ୍ ଅନ୍ତର୍ଗତ କୁରୁଣ୍ଟିସ୍ଥିତ ବିଆର୍ଜି କମ୍ପାନୀକୁ ଅଧିଗ୍ରହଣ କରିଥିବା ରିମ୍ଝିମ୍ କମ୍ପାନୀରେ କ୍ଷତିଗ୍ରସ୍ତଙ୍କୁ ନିଯୁକ୍ତି ନେଇ ଟାଳଟୂଳ ନୀତି ଅବଲମ୍ବନ କରାଯାଉଛି । ମଙ୍ଗଳବାର ହୋହାଲ୍ଲା ପରେ ପ୍ରଥମ ଦଫାରେ ୬୪ ଜଣ…

ଗେଲ୍ ଇଣ୍ଡିଆ ର ୪୨୦ : ଫସିଗଲେ ୬୦ ଟି ଠିକା ସଂସ୍ଥା!

ଭୁବନ : ଭୁବନ ବ୍ଲକ ଅନ୍ତର୍ଗତ ଜିରାଳ ଠାରେ ଥିବା ଗେଲ୍ ଇଣ୍ଡିଆ ଲିମିଟେଡର ସବଷ୍ଟେସନ ସମ୍ମୁଖରେ ୬୦ ଟି ଠିକା ସଂସ୍ଥାର ହଜାରରୁ ଉଦ୍ଧ୍ୱର୍ ଶ୍ରମିକ ଓ କର୍ମଚାରୀ ବକେୟା ପ୍ରାପ୍ୟ ପାଇଁଏକତ୍ରିତ ହୋଇ ଗେଟରେ ତାଲା ପକାଇ ଆନେ୍ଦାଳନ କରିଛନ୍ତି । ଗେଲ୍ ଇଣ୍ଡିଆକମ୍ପାନୀ ଶ୍ରମିକ ଓ କର୍ମଚାରୀ…