ମଠକରଗୋଳା ମହାବିଦ୍ୟାଳୟ ତରଫରୁ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ
କାମାକ୍ଷାନରର(ରାଜ କିଶୋର ରାଉତ): ମଠକରଗୋଳା ମହାବିଦ୍ୟାଳୟ +୨ ଏନ୍. ଏସ.ଏସ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି ।
+୨ ଶ୍ରେଣୀର ୫୦ ଜଣ ଓ +୩ ଶ୍ରେଣୀର ୫୦ ଜଣ ସ୍ୱେଛାସେବୀ ଉକ୍ତ ଉତ୍ସବ ରେ ଉପସ୍ଥିତ ରହି ଅଂଶ ଗ୍ରହଣ କରିଥିଲେ ।ମହାବିଦ୍ୟାଳୟର ଅଧ୍ୟକ୍ଷ…