Take a fresh look at your lifestyle.

ବୃକ୍ଷ ରୋପଣ କାର୍ଯ୍ୟକ୍ରମ

0 12

Get real time updates directly on you device, subscribe now.

କଙ୍କଡାହାଡ଼: “ଯୁବଶକ୍ତି” ସମର୍ପିତ ଓଡିଶା ପକ୍ଷରୁ କୁଟୁରିଆ ଗ୍ରାମ ପଞ୍ଚାୟତର ଶକ୍ତି ପୀଠ ମା ବିଲେଇଶୁଣି ମନ୍ଦିର ର ସୌନ୍ଦର୍ଯ୍ୟ କରଣ ପାଇଁ ଯୁବଶକ୍ତି ର ଅଧ୍ୟକ୍ଷ ହିମାଂଶୁ ଭୂଷଣ ବାରିକ ଙ୍କ ନେତୃତ୍ୱରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲାI ଆଜିର ଏହି କାର୍ଯ୍ୟକ୍ରମ ରେ ଯୁବଶକ୍ତି ର ଲିଟୁ ମାଝୀ, ରଞ୍ଜିତ ସାହୁ,ଶ୍ରୀଧର ନାୟକ,ମନୋଜ ବେହେରା ଓ ମନ୍ଦିର ପୂଜକ ଉପସ୍ଥିତ ଥିଲେ I

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.