ଚନ୍ଦାର ଗାଁରେ ଲକ୍ଷାଧିକଟଙ୍କାର କୋଇଲା ଠାବ
କାମାକ୍ଷାନଗର( ରାଜ କିଶୋର ରାଉତ): ଭୁବନ ଥାନା ଅନ୍ତର୍ଗତ ଏକତାଳି ପଞ୍ଚାୟତ ଚନ୍ଦାର ଗ୍ରାମ ନିକଟରେ ଥିବା ଖେଳପଡ଼ିଆର ପଶ୍ଚିମ ପାର୍ଶ୍ୱ ରେ ଚାଳିଶ ଟନ ରୁ ଉର୍ଦ୍ଧ ଚୋରା କୋଇଲା ପଡ଼ିରହିଛି ।
ଗ୍ରାମବାସୀ ମାନେ ଶୌଚ ହେବାକୁ ଆସିବା ବେଳେ ଖୋଲା ପଡିଆରେ କୋଇଲା ପଡ଼ିଥିବା ଦେଖିବାକୁ …