ହବିଷ୍ୟାଳୀ କାର୍ଯ୍ୟରେ ଅବହେଳା କୁ ବରଦାସ୍ତ କରାଯିବ ନାହିଁ
କୋଣାର୍କ: ହବିଷ୍ୟାଳୀ କାର୍ଯ୍ୟରେ ଅବହେଳା କୁ ବରଦାସ୍ତ କରାଯିବ ନାହିଁ ବୋଲି ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ସତର୍କ କରାଇ ଦେଇଛନ୍ତି। ଆଜି ଅପରାହ୍ନ ରେ ସର୍କିଟ ହାଉସ ଠାରେ ହବିଷ୍ୟାଳୀ ବ୍ରତ ପାଇଁ ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀ ଓ ନୋଡାଲ ଅଧିକାରୀ ମାନଙ୍କର ଏକ ସମୀକ୍ଷା ବୈଠକ…