ହୋଣ୍ଡା ଆକ୍ଟିଭା ଡିକି ଭାଙ୍ଗି ୫୦ ହଜାର ଲୁଟ
ଭୁବନ: ଭୁବନ ଥାନାରେ ନୂଆକରି ଯୋଗଦେଇଥିବା ଆଇଆଇସି ସୌଭାଗ୍ୟ କୁମାର ସ୍ୱାଇଁ ଅପରାଧି ମାନଙ୍କର ନିଦ ହଜାଇ ଦେଇଥିବାବେଳେ ଆଜି ଅପରାଧି ମାନେ ଏକ ଲୁଟ ଘଟଣା ଘଟାଇ ନୂଆ ଥନାଧିକାରୀଙ୍କୁ ଖୋଲା ଚାଲେଞ୍ଜ ଦେଇଛନ୍ତି ।
ପ୍ରାପ୍ତ ଖବରରୁ ପ୍ରକାଶ ଯେ , ଭୁବନ ଥାନା ଅନ୍ତର୍ଗତ ଭୂଷଳ ଗ୍ରାମର ନମିତା…