କାଳବୈଶାଖୀ: ୧୦ ଜିଲ୍ଲାକୁ ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୫ ତାରିଖ (ଶୁକ୍ରବାର) ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ବା କାଳବୈଶାଖୀ ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି…