ସାମ୍ବାଦିକଙ୍କ ଉପରେ ଆକ୍ରମଣ ନେଇ ପ୍ରେସ କାଉନସିଲ ସଦସ୍ୟ ପ୍ରସନ୍ନ ମହାନ୍ତିଙ୍କ କ୍ଷୋଭ
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସମୟରେ ସାମ୍ବାଦିକମାନଙ୍କ ଉପରେ ଆକ୍ରମଣ ଘଟଣା ବଢ଼ି ଚାଲିଥିବାରୁ ପ୍ରେସ କାଉନସିଲ ସଦସ୍ୟ ,ଓ ୟୁ ଜେ ସଭାପତି ପ୍ରସନ୍ନ ମହାନ୍ତି ଘୋର ଉଦବେଗ ପ୍ରକାଶ କରିଛନ୍ତି।
ପୋଲିସ ପ୍ରଶାସନ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ…