ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା ପରିଷଦ ବୈଠକ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀ ର ପରିଚାଳନା ପରିଷଦ ବୈଠକ ପରିଚାଳନା ପରିଷଦ ସଭାପତି ସସ୍ମିତା ପୋଥାଳ ଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଅଛି ।
ଏହି ବୈଠକରେ ଡୋର ଷ୍ଠେପ୍ ଶିକ୍ଷଣ କାର୍ଯ୍ୟ, ବାଲା…