ସଂଗୀତ ନିର୍ଦ୍ଦେଶକ ସରୋଜ ପଟ୍ଟନାୟକଙ୍କର ପରଲୋକ
ବାରିପଦା: ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ତଥା ଗୀତିକାର ସରୋଜ ପଟ୍ଟନାୟକଙ୍କର ୮୧ ବର୍ଷ ବୟସରେ ପରଲୋକ ଘଟିଛି। ହୃଦ୍ଘାତ ଯୋଗୁ ବାରିପଦା ବଡ଼ବଜାରସ୍ଥିତ ବାସଗୃହରେ ତାଙ୍କର ଦେହାନ୍ତ ହୋଇଛି। ସେ ରାଜ୍ୟ ସରକାରଙ୍କ ଅଧୀନରେ ପୂର୍ତ୍ତ ଏବଂ ଗୃହନିର୍ମାଣ ବିଭାଗରେ ଯନ୍ତ୍ରୀ ଭାବେ କାର୍ଯ୍ୟ କରି…