ଗଁଦିଆ ବ୍ଲକ ରେ ଧାନ ମଣ୍ଡିର ଶୁଭାରମ୍ଭ
ଯୋରନ୍ଦା : ଢେଙ୍କାନାଳ ଜିଲା ଗଁଦିଆ ବ୍ଲକରେ ଆଜି ଧାନମଣ୍ଡିର ଶୁଭାରମ୍ଭ ହୋଇଛି ପ୍ରଥମ ଥର ସ୍ୱୟଂ ସହାୟକ ଗୋଷ୍ଠୀ ଚାଷୀ ମାନଙ୍କଠାରୁ ଧାନ କ୍ରୟରେ ନିଜକୁ ସାମିଲ କରିଛନ୍ତି l ନିହଲପ୍ରସାଦ ସେବା ସମବାୟସମିତି ଠାରେ ଢେଙ୍କାନାଳ ଉପଜିଲ୍ଲାପାଳ ସ୍ନିଗ୍ଧା ରାଣୀ ଧଳ ମୁଖ୍ୟ ଅତିଥି ଭାବେ ଯୋଗ…