Take a fresh look at your lifestyle.
Daily Archives

January 26, 2023

ଓଡିଶାରୁ ୩୧ଜଣିଆ ଜୁନିଅର କିରୋଗୀ ଓ ପୂମସି ଟାଏକୋଣ୍ଡୋ ଟିମ ଉତ୍ତର ପ୍ରଦେଶର ବରେଲି ଗ୍ରସ୍ତ

ଓଡିଶା :ଟାଏକୋଣ୍ଡୋ ଫେଡେରେସନ ଅଫ ଇଣ୍ଡିଆ ଓ ଉତ୍ତର ପ୍ରଦେଶ ଟାଏକୋଣ୍ଡା ସଙ୍ଘ ମିଳିତ ଆନୁକୂଲ୍ୟରେ ଚଳିତ ଜାନୁଆରୀ ମାସ ୨୭ ରୁ ୨୯ତାରିଖ ପର୍ଯନ୍ତ ଉତ୍ତର ପ୍ରଦେଶର ବରେଲି ଠାରେ ୩୯ତମ ଜାତୀୟ ଜୁନିଅର କିରୋଗୀ ଓ ୧୨ତମ ଜାତୀୟ ପୁମସେ ପ୍ରତିଯୋଗିତା ଅନୁଷ୍ଠିତ ହବାକୁ ଯାଉଅଛି.ଓଡିଶା ଟାଏକୋଣ୍ଡୋ…

ଢେଙ୍କାନାଳ ଜିଲ୍ଲା ୬୬୨ ବର୍ଗ କଲେଜ୍ ସଂଘର ଜିଲ୍ଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାର ୬୬୨ ବର୍ଗ ବେସରକାରୀ କଲେଜ୍ ଅଧ୍ୟାପକ ଓ କର୍ମଚାରୀ ସଂଘର ଶତାଧିକ କର୍ମଚାରୀ ରାଜ୍ୟ ସଭାପତି ଗୋଲକ ନାୟକଙ୍କ ନେତୃତ୍ୱରେ ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକତ୍ରିତ ହୋଇଥିଲେ । ଏକ ପ୍ରତିନିଧି ମଣ୍ଡଳ ଜିଲ୍ଲାପାଳଙ୍କୁ କ୍ୟାବିନେଟ୍ ନିଷ୍ପତିର…

ଶଙ୍ଖୁଆ ଉ ପ୍ରା ବିଦ୍ୟାଳୟ 74ତମ ସାଧାରଣତନ୍ତ୍ର ଦିବସ ପାଳିତ।

ଢେଙ୍କାନାଳ: ଆଜି ଶଙ୍ଖୁଆ ଉ ପ୍ରା ବିଦ୍ୟାଳୟ 74ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳିତ ହୋଇଛି। ଏହା ପରେ ବାର୍ଷିକ କ୍ରୀଡା ଉତ୍ସବରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିଦ୍ୟାଳୟ ସଭାପତି ବେଣୁଧର ଷେଣ୍ଢ ପ୍ରଦାନ କରିଥିଲେ।ପରେ ଦେଶାତ୍ମବୋଧକ…

ବିଜେପି ଜିଲ୍ଲା କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳନ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆଜି ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି । ଜିଲ୍ଲା ବରିଷ୍ଠ ଉପସଭାପତି ବିଷ୍ଣୁପ୍ରସାଦ ଲେଙ୍କା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରିଥିଲେ । ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର ଆଜିର ଦିବସ…

ମହିମା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଜ୍ଜାପନ

ଯୋରନ୍ଦା: ମହିମାଗାଦିସ୍ଥିତ ମହିମା ମହାବିଦ୍ୟାଳୟର +୨ ପ୍ରଥମ ବର୍ଷର ଛାତ୍ରୀ ମାନଙ୍କୁ ଓଡିଶା ସରକାରଙ୍କର ପ୍ରଦତ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଅଧକ୍ଷ ଡକ୍ଟର ସଦାନନ୍ଦ ମିଶ୍ରଙ୍କ ଦ୍ଵାରା ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଅଛି । ଏହି ଉପଲକ୍ଷେ…

ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଢେଙ୍କାନାଳ :ସୁଲକ୍ଷଣା ଦେବୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ୭୪ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ମିନତୀ ଦେହୁରୀ ପତାକା ଉତ୍ତୋଳନ କରିଥିଲେ। ଏଥିରେ ସମସ୍ତ ଶିକ୍ଷକ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ। ପ୍ରଧାନ ଶିକ୍ଷୟିତ୍ରୀ…

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ତରଫରୁ ଚଉସ୍ତରୀତମ ସାଧାରଣତନ୍ତ୍ର ଦିବସ ପାଳିତ

ଢେଙ୍କାନାଳ:ଭାରତୀୟ ଷ୍ଟେଟ୍ ବ୍ୟାଙ୍କ, ଢେଙ୍କାନାଳ ଶାଖା ତରଫରୁ ଚଉସ୍ତରୀତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୁଖ୍ଯ ପ୍ରବନ୍ଧକ ମୀନକେତନ ବାରଲେବଡ଼ିଆ ପତାକା ଉତ୍ତୋଳନ କରିଥିଲେ। ଏହି ସମାରୋହରେ ଉପସ୍ଥିତ ଥିଲେ ସତବିପ୍ର ଭୋଇ, ଚନ୍ଦ୍ରାୟ ମାଝି, ସୌମ୍ଯ ମିଶ୍ର,…

୧୩୯ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

କୋଣାର୍କ : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ପୁରୀ ଜିଲ୍ଲା ରୁ ଆଜି ୧୩୯ ଜଣ ବରିଷ୍ଠ ନାଗରିକ ଙ୍କୁ ତୀର୍ଥଯାତ୍ରାରେ ପ୍ରେରଣ କରାଯାଇଛି।ଏହି ବରିଷ୍ଠ ନାଗରିକ ମାନେ ବାରଣାସୀ ଓ ଆହ୍ଲାବାଦ ପରିଭ୍ରମଣ କରିବା ସହ ଚଳିତ ମାସ ୩୧ ତାରିଖରେ ପୁରୀ ଫେରିଆସିବାର କାର୍ଯ୍ୟକ୍ରମ ରହିଛି।…

ମହିମା ମହାବିଦ୍ୟାଳୟରେ ମତଦାତା ଦିବସ ପାଳନ

ଯୋରନ୍ଦା: ମହିମାଗାଦିସ୍ଥିତ ମହିମା ମହାବିଦ୍ୟାଳୟରେ ୧୩ ତମ ଜାତୀୟ ମତଦାତା ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ସଦାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଅଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିରୁପେ ପ୍ରାଧ୍ୟାପକ ପ୍ରହଲ୍ଲାଦ କୁମାର ସ୍ଵାଇଁ,…

ବୋହୂର ବିବାହ କରାଇଲେ ଶଶୁର।

 ଭୁବନେଶ୍ୱର: ବୋହୂର ବିବାହ କରାଇଲେ ଶଶୁର। ଏଭଳି ବିବାହ କରି ଉଦାହରଣ ସୃଷ୍ଟି କରିଛନ୍ତି ପୂର୍ବତନ ବିଧାୟକ ନବୀନ ନନ୍ଦ। ନିଜ ବିଧବା ବୋହୂଙ୍କୁ ପୁର୍ନବିବାହ କରାଇଛନ୍ତି ଗନ୍ଦିଆର ପୂର୍ବତନ ବିଧାୟକ ନବୀନ ନନ୍ଦ। ଏନେଇ ସେ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି।  ମୁଁ ଭୁଲ କରିଛି କି ଠିକ…