ସଚ୍ଚିଦାନନ୍ଦ ଉଚ୍ଚ ମlଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ମତଦାତା ଦିବସ ପାଳିତ
ଢେଙ୍କାନାଳ:ସଚ୍ଚିଦାନନ୍ଦ ଉଚ୍ଚ ମlଧ୍ୟମିକ ବିଦ୍ୟାଳୟ ଇନ୍ଦିପୁର ରେ ଆଜି 25/01/2023 ରେ ଜାତୀୟ ମତଦାତା ଦିବସ ପାଳିତ ହୋଇ ଯାଇଛି l ଏହି ଅବସରରେ ଆୟୋଜିତ ସଭାରେ ବିଦ୍ୟାଳୟ ର ଉପ ଅଧକ୍ଷ ଶ୍ରୀଯୁକ୍ତ ସମରେନ୍ଦ୍ର ସିଂ ସଭାପତିତ୍ୱ କରିଥିଲେ l
ଆମ ଗଣତାନ୍ତ୍ରିକ ବ୍ୟବସ୍ଥାରେ ଗୋଟିଏ ମତଦାତା ର…