Take a fresh look at your lifestyle.
Monthly Archives

April 2023

ବିଶ୍ଵ ଐତିହ୍ୟ ସୂର୍ଯ୍ୟ ମନ୍ଦିରରେ ମନ କୀ ବାତ କାର୍ଯ୍ୟକ୍ରମ

କୋଣାର୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ କୀ ବାତ ୧୦୦ତମ ଅଧ୍ୟାୟ ପୂର୍ତ୍ତି ଅବସରରେ ବିଶ୍ଵ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ମନ କୀ ବାତ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ମନ କୀ ବାତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ଅଞ୍ଚଳର ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ,…

କନ୍ତିଓ ପୁଟ ସାହି ବାଲି ଘାଟରେ ୨ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

 ଢ଼େଙ୍କାନାଳ: ଜିଲ୍ଲା କାମାକ୍ଷାନଗର ଉପଖଣ୍ଡର ତୁମୁସିଙ୍ଗା ଥାନା ଅନ୍ତର୍ଗତ କନ୍ତିଓ ପୁଟ ସାହି ବାଲି ଘାଟରେ ବାଲି ଚାଲାଣ କରିବାକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ହତ୍ୟା ଉଦ୍ୟମ କରୁଥିବା ଜଣେ ଯୁବକ କୁ ପୋଲିସ ଗିରଫ କରିଛନ୍ତି, ତାଙ୍କ ଠାରୁ ଗୋଟିଏ ପିସ୍ଥଲ୍ ଓ ୩ ରାଉଣ୍ଡ ଜୀବନ୍ତ…

ଢେଙ୍କାନାଳ କଲେଜରେ ସ୍ୱତନ୍ତ୍ର ଶିବିର ଉଦ୍ୟାପିତ

ଢେଙ୍କାନାଳ : ଢେଙ୍କାନାଳ ସ୍ୱୟଂଶାସିତ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଆନୁଷ୍ଠାନିକ ଶିକ୍ଷା କିମ୍ବା ନିୟମିତ ନିଯୁକ୍ତିରେ ନଥିବା ୧୫ ରୁ ୨୯ ବର୍ଷ ଯୁବକମାନଙ୍କ ଉଦେ୍ଦଶ୍ୟରେ ଏକ ସ୍ୱତନ୍ତ୍ର ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ରଞ୍ଜିତ କୁମାର…

ଭିନ୍ନକ୍ଷମଙ୍କ ସହାୟତା ଓ ସଚେତନତା ଶିବିର

ଢେଙ୍କାନାଳ :ଢେଙ୍କାନାଳ ପୁରୁଣା ଚିକିତ୍ସାଳୟରେ ପରିସରରେ ଐରା ସ୍ୱେଚ୍ଛାସେବୀ ଅନୁଷ୍ଠାନ ଦ୍ୱାରା ପରିଚାଳିିତ ଜିଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଏକ ଭିନ୍ନକ୍ଷମ ସହାୟତା ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିର ପ୍ରାରମ୍ଭରେ ସ୍ୱାଗତ ସଙ୍ଗୀତ ଗାନ ପରେ ଅନୁଷ୍ଠାନର…

ଶ୍ରୀ ଶନିଦେବଙ୍କ ୧୩ତମ ଜନ୍ମବାର୍ଷିକ

ଢେଙ୍କାନାଳ : ଢେଙ୍କାନାଳ ସହର ମାଣ୍ଡବାସାହି ଟାଉନ୍‌ପ୍ଲାନିଂ ଛକ ଠାରେ ଶ୍ରୀଶ୍ରୀ ଶନିଶ୍ଚରଦେବଙ୍କ ୧୩ତମ ଜନ୍ମବାର୍ଷିକ ଉତ୍ସବର ପୂର୍ଣ୍ଣାହୁତି ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।୨୭/୦୪ରେ ଶନିଶ୍ଚର ଦେବଙ୍କ ଘଟ ସ୍ଥାପନ ଓ କଳସଯାତ୍ରା ଅନୁଷ୍ଠିତ ହୋଇଥିଲା। ୨୮ ତାରିଖ ଶୁକ୍ରବାର…

ଜି ୨୦ର ପ୍ରତିନିଧି ମଣ୍ଡଳୀଙ୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ

କୋଣାର୍କ : ଭାରତରେ ଅନୁଷ୍ଠିତ ଜି୨୦ ଶିଖର ସମିଳନିର ଏକ ପ୍ରତିନିଧି ମଣ୍ଡଳୀ ଆଜି ଅପରାହ୍ନରେ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି । ଏହି ପ୍ରତିନିଧି ମଣ୍ଡଳୀରେ ୨୦ଟି ଦେଶର ୮୫ ଜଣ ପ୍ରତିନିଧି ରହିଥିଲେ ।ଜି୨୦ର ପ୍ରତିନିଧି ମାନେ କୋଣାର୍କରେ ପହଞ୍ଚିବା ପରେ ସେମାନଙ୍କୁ ଆଇଓସିଏଲ…

ବ୍ଲକସ୍ତରୀୟ ଏଫ୍ଏଲ୍ଏନ୍ ହଵ୍ ଉଦଘାଟନ ଓ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ

ପୁରୀ : ସମଗ୍ର ଶିକ୍ଷା, ପୁରୀ ଆନୁକୂଲ୍ୟରେ ଶୁକ୍ରବାର ଗୋପ ଵ୍ଲକ୍ ପକ୍ଷରୁ ଏରଵଙ୍ଗ ନୋଡାଲ ହାଇସ୍କୁଲ ପରିସରରେ ବ୍ଲକସ୍ତରୀୟ 'ମୌଳିକ ସାକ୍ଷରତା ସଂଖ୍ୟାଜ୍ଞାନ(ଏଫ୍ଏଲ୍ଏନ୍) ହବ୍' ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଵ୍କକସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀର ଆୟୋଜନ କରାଯିଵା ସହିତ…

ବରିଷ୍ଠ ନାଗରିକ ମହାମଞ୍ଚ ପକ୍ଷରୁ ବୈଶାଖୀ ଆସର ଅନୁଷ୍ଠିତ

କୋଣାର୍କ: କୋଣାର୍କର ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ଓ ବରିଷ୍ଠ ନାଗରିକ ମହାମଞ୍ଚ ପକ୍ଷରୁ କୋଣାର୍କ ନାଟ୍ୟ ମଣ୍ଡପ ପରିସରେ ମହା ବିଷୁବ ପଣା ସଂକ୍ରାନ୍ତି, ବୈଶାଖୀ ଆସର ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ନାଗରିକ ମହାମଞ୍ଚର ଆବାହକ ଉମେଶ ଚନ୍ର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଶାଖୀ…