Take a fresh look at your lifestyle.

ବିପଦତାରିଣୀ ବ୍ରତ ଥିବାରୁ ମା ତାରିଣୀଙ୍କର ବିଶେଷ ପୂଜା

0 1

Get real time updates directly on you device, subscribe now.

ଢେଙ୍କାନାଳ : ଢେଙ୍କାନାଳ ଗାନ୍ଧୀ ମନ୍ଦିର ରୋଡ଼ ସ୍ଥିତ ମାଁ ତାରିଣୀଙ୍କ ପିଠରେ ବିପଦ ତାରିଣୀ ବ୍ରତ ଥିବାରୁ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା।

ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ନୂତନ ବସ୍ତ୍ର ବିଭିନ୍ନ ଫୁଲହାର ମାଙ୍କୁ ଲାଗି କରାଯାଇଥିଲା। ବିଭିନ୍ନ ପ୍ରକାରର ଭୋଗ ଲାଗି କରାଯାଇଥିଲା।

ଭକ୍ତ ମାନେ ବ୍ରତ,ଫୁଲ, ବିଭିନ୍ନ ପ୍ରକାରର ଭୋଗ ନେଇ ମାଙ୍କ ପାଖରେ ପୂଜାର୍ଚ୍ଚନା କରୁଛନ୍ତି। ମଧ୍ୟାହ୍ନ ରେ ମା’ଙ୍କର ପଣା ଲାଗି, ସନ୍ଧ୍ୟା ରେ ଆଳତି ଓ ରାତ୍ରୀରେ ପହଡ ପଡ଼ିବ।

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.