Take a fresh look at your lifestyle.

ଅନ୍ତର୍ଜାତୀୟ ଜାଭେଲିନ ଖେଳାଳି କିଶୋର ଜେନାଙ୍କୁ ସମ୍ବର୍ଦ୍ଧିତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0 10

Get real time updates directly on you device, subscribe now.

 ଭୁବନେଶ୍ୱର : ହଙ୍ଗେରୀର ବୁଦାପେଷ୍ଟ ଠାରେ ୱାର୍ଲଡ୍ ଆଥଲେଟିକ୍ସ ଚାମ୍ପିୟନସିପର ଜାଭେଲିନ୍ ଥ୍ରୋ ପ୍ରତିଯୋଗିତାରେ ପଞ୍ଚମ ସ୍ଥାନ ଅଧିକାର କରି ସଫଳତା ହାସଲ କରିଥିବା ପ୍ରଥମ ଓଡ଼ିଆ ଆଥଲେଟ୍ କିଶୋର ଜେନାଙ୍କୁ ଭେଟି ସମ୍ବର୍ଦ୍ଧିତ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ତାଙ୍କ ପାଇଁ ଓଡ଼ିଶା ଆଜି ଗର୍ବିତ । ତାଙ୍କର ମନୋବଳ ଓ ସଫଳତା ଓଡ଼ିଶାର ଯୁବପିଢିଙ୍କୁ ଅନୁପ୍ରାଣିତ କରିବ । ସଫଳତା ପାଇଁ କିଶୋରଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.