Take a fresh look at your lifestyle.

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

0 11

Get real time updates directly on you device, subscribe now.

ଭୁବନେଶ୍ୱର :  ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ସେ କହିଛନ୍ତି ଯେ ଶ୍ରୀ ପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ।

ସେ ଜଣେ ଭଲ ବନ୍ଧୁ ଓ ସ୍ନେହୀ ସ୍ୱଭାବର ବ୍ୟକ୍ତି ଥିଲେ । ଓଡ଼ିଶାର ରାଜନୈତିକ କ୍ଷେତ୍ରରେ ତାଙ୍କର ଯୋଗଦାନ ଚିର ସ୍ମରଣୀୟ ହୋଇ ରହିବ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.