Take a fresh look at your lifestyle.
Daily Archives

September 8, 2023

 ଚକ୍ରାନ୍ତ ଚଳାଇଛନ୍ତି କେନ୍ଦ୍ର ଏବଂ ରାଜ୍ୟ ସରକାର -ଆମ୍ ଅଦମୀ ପାର୍ଟି

ଢ଼େଙ୍କାନାଳ : ଜିଲ୍ଲାରେ ଆମ୍ ଆଦମୀ ପାର୍ଟିର ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି, ପାଣି, ରୋଜଗାର, କୃଷିର ବିକାଶ ପାଇଁ ରାଜନୀତି ଆରମ୍ଭ ହୋଇଯାଇଛି l ରାଜ୍ୟ ସଭାପତି ଶ୍ରୀ ନିଶିକାନ୍ତ ମହାପାତ୍ର ତିନି ଦିନ ଢ଼େଙ୍କାନାଳ ନିର୍ବାଚନ ମଣ୍ଡଳୀ ଗସ୍ତ ଶେଷ କରି ଭୁବନେଶ୍ୱର ଫେରିଛନ୍ତି l ପ୍ରଥମ ଦିନ…

ସୁର୍ଯ୍ୟ ପାତ୍ରଙ୍କ ସ୍ମୃତିଚାରଣ ଜିଲ୍ଲା ବିଜେଡି

ଢ଼େଙ୍କାନାଳ : ପୁର୍ବତନ ବାଚସ୍ପତି ଓ ପୁର୍ବତନ ମନ୍ତ୍ରୀ ତଥା ଦିଗପହଣ୍ଡି ବିଧାୟକ ସୁର୍ଯ୍ୟନାରାୟଣ ପାତ୍ରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଏହି ଅବସରରେ ଢେଙ୍କାନାଳ ଜିଲ୍ଲା ବିଜୁ ଜନତା ଦଲ ଜିଲ୍ଲା ସଭାପତି ଡ ନୃସିଂହ ଚରଣ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସ୍ମୃତିଚାରଣ ଓ ଶୋକସଭା ବିଜୁ…

୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କଲେ ଛାତ୍ର ଛାତ୍ରୀ

ଅନୁଗୋଳ : ୫୫ ନମ୍ବର ଜାତୀୟ ରାଜପଥର ବନାଇପାଳ ଛକରେ ଦୀର୍ଘ ୭ ଘଣ୍ଟାରୁ ଉର୍ଦ୍ଧ ସମୟ ଧରି ସ୍ଥାନୀୟ ଅଞ୍ଚଳର ଛାତ୍ର ଛାତ୍ରୀ ମାନେ ଜାତୀୟ ରାଜପଥ ଅବରୋଧ କରି ଆନ୍ଦୋଳନ ଜାରି ରଖିଛନ୍ତି | ଫଳରେ ରାସ୍ତାର ଉଭୟ ପାର୍ଶ୍ଵରେ ହଜାର ହଜାର ସଂଖ୍ୟାରେ ଗାଡି ଛିଡା ହୋଇ ରହିବା ସହ ଯାତାୟାତ ବନ୍ଦ ହୋଇ…

ଶିକ୍ଷା ଆମକୁ ଅନ୍ଧାର ରୁ ଆଲୋକ ଦେଖାଇ ଥାଏ

ଢେଙ୍କାନାଳ : ଢେଙ୍କାନାଳ କଲେଜ ପଡା ୨ ନମ୍ବର ୱାର୍ଡରେ ଅବସ୍ଥିତ ଡଃ ଦାଶରଥି ମିଶ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇଯାଇଛି। ଏହି ଦିବସ ଉପଲକ୍ଷେ ଆୟୋଜିତ ସଭା ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଅଞ୍ଜନା ମିଶ୍ର ପୌରୋହିତ୍ୟ କରି…

୧୭ ରୁ ୨୭ ବାଣିଜ୍ୟ ମେଳା,୨୭ ରେ ମିଳିତ ଭସାଣି

ଭୁବନ : ଭୁବନରେ ଦ୍ଵିତୀୟ ଦଶହରା ର ମାନ୍ୟତା ପାଇଥିବା ପ୍ରସିଦ୍ଧ ଗଣେଶ ପୂଜା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନ ଏନ୍ ଏ ସି ସଭାଗୃହରେ କାମାକ୍ଷା ନଗର ଉପ ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନଗରପାଳ ଶୁଭେନ୍ଦୁ କୁମାର ସାହୁ,…