Take a fresh look at your lifestyle.
Daily Archives

September 10, 2023

ବାରିହାପୁର ଉପ୍ରା ବିଦ୍ୟାଳୟ ଠାରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ପରଜଙ୍ଗ : "ଯୁବଶକ୍ତି" ସମର୍ପିତ ଓଡିଶା ପକ୍ଷରୁ ବାରିହାପୁର ଉପ୍ରା ବିଦ୍ୟାଳୟ ଠାରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ରେ ୩୬ ୟୁନିଟ ସଂଗୃହିତ ହୋଇଥିଲା ଏହି ରକ୍ତଦାନ ଶିବିର ରେ ଯୁବଶକ୍ତି ର ଅଧ୍ୟକ୍ଷ ତଥା ବିଜେଡି ଯୁବନେତା ହିମାଂଶୁ ଭୂଷଣ ବାରିକ ଶୁଭାରମ୍ଭ କରି ଉଦଘାଟନ କରିଥିଲେ, ସମସ୍ତ…

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଦକ୍ଷତା ହାସଲ ସଚେତନତା କାର୍ଯ୍ୟକ୍ରମ

ଢେଙ୍କାନାଳ : ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ, ଢେଙ୍କାନାଳ ପରିସରରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ (ଏଫ୍. ଏଲ୍. ଏନ୍. )ଦକ୍ଷତା ହାସଲ ଉଦେ୍ଦଶ୍ୟରେ ବିଦ୍ୟାଳୟରେ ପ୍ରଥମ ,ଦ୍ୱିତୀୟ ଓ ତୃତୀୟ ଶ୍ରେଣୀରେ ପଢୁଥିବା ଛାତ୍ରୀ ଛାତ୍ର ମାନଙ୍କର ମା ମାନଙ୍କ ସହିତ ପ୍ରଥମ ସଚେତନତା…

ସପ୍ତଶଯ୍ୟା ଆଶ୍ରମ ବିଦ୍ୟାଳୟ ପରିସରରେ ପିତାମାତା ସହଭାଗିତା ବୈଠକ

ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ସପ୍ତଶଯ୍ୟା ଆଶ୍ରମ ବିଦ୍ୟାଳୟ ପରିସରରେ ଶିକ୍ଷକ ଓ ପିତାମାତା ସହଭାଗିତା ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ ବିଦ୍ୟାଳୟରେ ମୋଟ୍ ୩୨୮ ଜଣ ଅନୁସୂଚିତ ଜନଜାତି ଓ ଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ସେମାନଙ୍କର ପିତାମାତା ଓ…

ଅଳ୍ପ ମୋରମ ପକାଇ ଠିକାଦାର ଖାଇଦେଲେ ୨,୯୫,୩୩୫ ଟଙ୍କା

କଙ୍କଡ଼ାହାଡ଼ ବ୍ଲକ୍ : ରାଜ୍ୟ ସରକାର ଏବଂ କେନ୍ଦ୍ରସରକାର ଗରିବ ଲୋକ ମାନଙ୍କ ପାଇଁ ଅନେକ ଯୋଜନା ଆସୁଛି! କିନ୍ତୁ ତାହା ସଠିକ୍ ରୂପରେ କାର୍ଯ୍ୟକାରୀ କରାଯାଉନାହିଁ। ଯାହା ଗରିବ ଖଟିଖିଆ ଲୋକ ହଇରାଣ ହେଉଛନ୍ତି। ରାସ୍ତା ହେଉ କି ପୋଖରୀ କିମ୍ବା ମାଟି କେନାଲ ଯାହା ସବୁ ମନରେଗା ଯୋଜନାରେ…

ପାଚିକା ସହାୟିକା ସଂଘର ବୈଠକ

ଢେଙ୍କାନାଳ : ସ୍ଥାନୀୟ ଯାଉଁଳୀ ପୋଖରୀ ମଠ ପ୍ରାଙ୍ଗଣରେ ନିଖିଳ ଓଡିଶା ଏମ୍.ଡି.ଏମ୍. ପାଚିକା ସହାୟିକା ସଂଘର ବୈଠକ ରବି ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ସଂପାଦିକା ଭାରତୀ ଦାସ କାର୍ଯ୍ୟକ୍ରମ ଉପସ୍ଥାପନା କରିଥିଲେ । ଗତ ତା.୦୯.୦୮.୨୦୨୩ରିଖରେ ହୋଇଯାଇଥିବା ଆନ୍ଦୋଳନର ସମୀକ୍ଷା…

କାଳୀୟ ଦଳନ ଏକାଦଶୀ ନିତି ପାଳିତ

ଢେଙ୍କାନାଳ : କୈବଲ୍ୟ ସ୍ଥିତ ସିଦ୍ଧ ବଳରାମଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଆଜି କାଳୀୟ ଦଳନ ଏକାଦଶୀ ନିତି ପାଳିତ ହୋଇଯାଇଛି। ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ବସ୍ତ୍ର ବିଭିନ୍ନ ଫୁଲହାର ତୁଳସୀ ହାର ଲାଗି କରାଯାଇଥିଲା। ବଲ୍ଲଭ ଭୋଗ ଲାଗି କରାଯାଇଥିଲା।୧୦ଟା ବେଳେ ଖେଚେଡ଼ି ଭୋଗ ମଧ୍ୟାହ୍ନ…