Take a fresh look at your lifestyle.
Daily Archives

September 12, 2023

ପର୍ବତରାଣୀ ବିଭାରାଣୀ ଙ୍କୁ ଇନର ହୁଇଲ କ୍ଲବ ଅଫ ଢେଙ୍କାନାଳ ତରଫରୁ ସହାୟତା

ଢେଙ୍କାନାଳ: ସ୍ଥାନୀୟ ଅର୍ କେ ରେଜେନ୍ସୀ ର ସଭା ଗୃହ ରେ ସେପ୍େଟମ୍ବର ମାସ ୧୨ ତାରିଖ ଦିନ ଇନର୍ ହୁଇଲ୍ କ୍ଲବ୍ ଅଫ ଢେଙ୍କାନାଳ ତରଫରୁ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି ।ପ୍ରକାଶ ଥାଉ କି ଆସନ୍ତା ସେପ୍େଟମ୍ବର ମାସ ୧୪ ତାରିଖ ଦିନ ବିଭାରାଣୀ ପାତ୍ର ଆଫ୍ରିକା ର କିଲିମଞ୍ଜର…

ମୋ-ଦଳର ଢେଙ୍କାନାଳ କାର୍ଯ୍ୟକର୍ତା ସମ୍ମିଳନୀ

ଢେଙ୍କାନାଳ : ମୋ-ଦଳର ଢେଙ୍କାନାଳ ଜିଲ୍ଲାସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରଭାରୀ ଅଶ୍ୱିନୀ ଜେନାଙ୍କ ଆବାହକତ୍ୱରେ ଅନୁଷ୍ଠିତ ସଭାକୁ ସମ୍ବୋଧିତ କରି ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ଦଳର ପ୍ରଚାର କମିଟି ଅଧ୍ୟକ୍ଷ ନବୀନ ସରକାର ଉପରେ ବର୍ଷିଥିଲେ । ସେ କହିଥିଲେ ନବୀନ…

ଆସୁଛି ୨ ବଡ ଲଘୁଚାପ!

ଆଞ୍ଚଳିକ ପାଣିପାଗ କେନ୍ଦ୍ର : ଆସୁଛି ବଡ ଲଘୁଚାପ । ଗୋଟିଏ ନୁହେଁ ଦୁଇ ଦୁଇଟି ଲଘୁଚାପ! ରାଜ୍ୟରେ ଲାଗି ରହିବ ତୁହାକୁ ତୁହା ବର୍ଷା। କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଉଛି। ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପରିମାଣ ମଧ୍ୟ ବୃଦ୍ଧି ପାଇଛି । ଏହାକୁ…

କିଲ୍ଲିମଞ୍ଜର ପର୍ବତ ଆରୋହଣ ପାଇଁ ବିଭାରଣୀଙ୍କ ଯାତ୍ରା ଆରମ୍ଭ

ଢେଙ୍କାନାଳ : ଆଜି ଅପରାହ୍ନରେ ଜିଲ୍ଲାପାଳ କାର୍ଯ୍ୟାଳୟ ରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ )ଲଳିତ ମୋହନ ବେହେରା ଜାତୀୟ ପତାକା ପ୍ରଦର୍ଶିତ କରି ଜିଲ୍ଲାର ପାର୍ବତୋରୋହୀ ବିଭାରଣୀ ପାତ୍ରଙ୍କ କିଲ୍ଲିମଞ୍ଜର ପର୍ବତ ଆରୋହଣ ର ଯାତ୍ରା ଶୁଭାରମ୍ଭ କରିଛନ୍ତି l ସେ ଓଡାପଡା ବ୍ଲକ ର ମେରାମୁଣ୍ଡଳୀ…

ରାଧାକୃଷ୍ଣ ବଜାରର ଗଣେଶ ପୂଜା ନିମନ୍ତେ ମାଟି ଅନୁକୂଳ

ଢେଙ୍କାନାଳ: ଚଳିତ ବର୍ଷ ୨୦୨୩ ନିମନ୍ତେ ରାଧାକୃଷ୍ଣ ବଜାର ଢେଙ୍କାନାଳ ଶ୍ରୀ ଶ୍ରୀ ଗଣେଶ ପୂଜା ପ୍ରତିଷ୍ଠାନ ତରଫରୁ ଶ୍ରୀ ଗଣେଶଙ୍କର ମୃଣ୍ମୟୀ ମୂର୍ତ୍ତୀ ନିର୍ମାଣ ହେତୁ ମାଟି ସଂଗ୍ରହ ନିମନ୍ତେ ଏକ ବିଶାଳ ଶୋଭାଯାତ୍ରା କରାଯାଇଥିଲା । ଏହି ଶୋଭାଯାତ୍ରା ରାଧାକୃଷ୍ଣ ବଜାରରୁ ଆରମ୍ଭ ହୋଇ…