Take a fresh look at your lifestyle.

ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଗଣେଷ ପୂଜା ପାଳିତ

0 1

Get real time updates directly on you device, subscribe now.

ଢେଙ୍କାନାଳ: ଢେଙ୍କାନାଳ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ପବିତ୍ର ଗଣେଶ ପୂଜା ପାଳିତ ହୋଇଯାଇଛି । ଗଜାନନଙ୍କୁ ଷୋଡ଼ଷ ଉପଚାର ରେ ପୂଜାର୍ଚ୍ଚନା କରାଯାଇ ହୋମଯଜ୍ଞ ଅନୁଷ୍ଠିତ ହୋଇଯାଇଛି ।

ବିଦ୍ୟାଳୟକୁ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାରର ଭୋଗ ଫୁଲ ହାର ରାଶିଲଡୁ ଉଖୁଡା କଦଳୀ ନଡ଼ିଆ ଇତ୍ୟାଦି ଧରି ଆନନ୍ଦ ଉଲ୍ଲାସରେ ଆସିଥିଲେ । ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ମିନତୀ ଦେହୁରୀ ଙ୍କ ତତ୍ୱାବଧାନରେ ପୂଜା ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟ ପରିଚାଳନା କମିଟି ର ସଭ୍ୟସଭ୍ୟାମାନେ ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରେ ପୂଜା ସୂଚାରୁରୂପେ ସମ୍ପାଦିତ ହୋଇଥିଲା । ଛାତ୍ରଛାତ୍ରୀମାନେ ପ୍ରସାଦ ସେବନ କରିଥିଲେ ।

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.