ଐତିହାସିକ ବଳଦ ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ
ଭୁବନ ୨୪.୯- ଭୁବନ ରେ ଐତିହାସିକ ତଥା ପାରମ୍ପରିକ ବଦଳ ଯାତ୍ରା ନିମନ୍ତେ ଜଗନ୍ନାଥ ମନ୍ଦିର ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ବଳଦ ଯାତ୍ରା ଶାନ୍ତି କମିଟି ଆବାହକ ବିଶ୍ଵନାଥ ସାହୁ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ବୈଠକରେ ନଗରପାଳ ଶୁଭେନ୍ଦୁ କୁମାର ସାହୁ ଙ୍କ ସମେତ…