୧୭ ରୁ ୨୭ ବାଣିଜ୍ୟ ମେଳା,୨୭ ରେ ମିଳିତ ଭସାଣି
ଭୁବନ : ଭୁବନରେ ଦ୍ଵିତୀୟ ଦଶହରା ର ମାନ୍ୟତା ପାଇଥିବା ପ୍ରସିଦ୍ଧ ଗଣେଶ ପୂଜା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନ ଏନ୍ ଏ ସି ସଭାଗୃହରେ କାମାକ୍ଷା ନଗର ଉପ ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନଗରପାଳ ଶୁଭେନ୍ଦୁ କୁମାର ସାହୁ,…