ବାଣୀ ସାହିତ୍ୟ ସ°ସଦର ୩୫ ତମ ସ୍ବନକ୍ଷତ୍ର ଉତ୍ସବ ପାଳନ
ଭୁବନ : ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାବନ ତିଥିରେ,ବାଣୀ ସାହିତ୍ୟ ସ°ସଦର ବାର୍ଷିକୋତ୍ସବ ବରିଷ୍ଠ ନାଗରିକ ସଂଘ ଗୃହ ରେ ମହାସମାରୋହରେ ପାଳିତ ହୋଇଯାଇଛି । ସ°ସଦର ପ୍ରତିଷ୍ଠାତା ସଭାପତି ବାଣୀଶ୍ରୀ ରବୀନ୍ଦ୍ର କୁମାର ହୋତା ଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ନଗରପାଳ…