ଅବକାରୀ ବିଭାଗ ପକ୍ଷରୁ ଚଢାଉ : ୩ କିଲୋ ଗଞ୍ଜେଇ ଜବତ,ଜଣେ ଗିରଫ
ଭୁବନ ୨୨.୯- ଭୁବନ ବ୍ଲକ ଅନ୍ତର୍ଗତ ମୃଦଙ୍ଗା ଗ୍ରାମରେ ବେଆଇନ ଭାବେ ଗଞ୍ଜେଇ ଚାଲାଣ ହେଉଥିବା ସମ୍ପର୍କରେ ଖବର ପାଇ ଭୁବନ ଅବକାରୀ ବିଭାଗ ତରଫରୁ ଆଜି ଅଚାନକ ଚଢ଼ାଉ କରାଯାଇ ୩ କିଲୋ ଗଞ୍ଜେଇ ଜବତ କରାଯାଇଥିଲା । ଏହି ଘଟଣାରେ ମୃଦଙ୍ଗା ଗ୍ରାମର କଳାକାର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ…