ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଗଣେଷ ପୂଜା ପାଳିତ
ଢେଙ୍କାନାଳ: ଢେଙ୍କାନାଳ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ପବିତ୍ର ଗଣେଶ ପୂଜା ପାଳିତ ହୋଇଯାଇଛି । ଗଜାନନଙ୍କୁ ଷୋଡ଼ଷ ଉପଚାର ରେ ପୂଜାର୍ଚ୍ଚନା କରାଯାଇ ହୋମଯଜ୍ଞ ଅନୁଷ୍ଠିତ ହୋଇଯାଇଛି ।
ବିଦ୍ୟାଳୟକୁ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାରର ଭୋଗ ଫୁଲ ହାର ରାଶିଲଡୁ ଉଖୁଡା କଦଳୀ…