Take a fresh look at your lifestyle.

କଙ୍କଡାହାଡ଼ ବ୍ଲକ ଘାଗରାମୁଣ୍ଡା ଗ୍ରାମ ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ନୂଆଁ ସାହିର ଫୁଲ ହେମ୍ବ୍ରମ ଙ୍କର ଘର ପୋଡି

0 4

କଙ୍କଡାହାଡ଼:  ପରଜଙ୍ଗ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଙ୍କଡାହାଡ଼ ବ୍ଲକ ଘାଗରାମୁଣ୍ଡା ଗ୍ରାମ ପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ନୂଆଁ ସାହିର ଫୁଲ ହେମ୍ବ୍ରମ ଙ୍କର ଘର ପୋଡି ଦୁଃଖଦ ଖବର ଶୁଣି ଯୁବଶକ୍ତି ର ଅଧ୍ୟକ୍ଷ ତଥା ପରଜଙ୍ଗ ନିର୍ବାଚନ ମଣ୍ଡଳୀ ର ସୁଖ ଦୁଃଖର ସାଥି ଲୋକପ୍ରିୟ ବିଜେଡି ଯୁବନେତା ହିମାଂଶୁ ଭୂଷଣ ବାରିକ ପହଞ୍ଚି ପରିବାର ବର୍ଗ ଙ୍କୁ ସମବେଦନା ଜଣାଇବା ସହ ସାହାଯ୍ୟ ସହଯୋଗ ର ହାତ ବଢାଇଥିଲେ, ପରିବାର କୁ ସରକାର ଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରି ତୁରନ୍ତ ପକା ଘର ଏବଂ ଅନ୍ୟାନ୍ୟ ସାହାଯ୍ୟ ସହଯୋଗ କରିବା ପାଇଁ,କଙ୍କଡାହାଡ଼ ବିଡ଼ିଓ ଙ୍କୁ ଫୋନ ମାଧ୍ୟମରେ ଯୋଗାଯୋଗ କରି ଅନୁରୋଧ କରିଥିଲେ, ବିଡିଓ ତାଙ୍କ ପ୍ରଶାସନିକ କର୍ମଚାରୀ ଙ୍କୁ ପଠେଇ ସମସ୍ୟାର ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।

- Advertisement -

Leave A Reply

Your email address will not be published.