ନାବାଳିକ ଦୁଷ୍କର୍ମକାରୀକୁ ୨୦ବର୍ଷ ସଶ୍ରମ ଜେଲ୍ ଦଣ୍ଡ ଓ ୫୦ ହଜାର ଟଙ୍କା ଜରିମାନା
ଢେଙ୍କାନାଳ: ମୋଟଙ୍ଗା ଥାନା ଅଂଚଳର ଜଣେ ନାବାଳିକାକୁ ଦୁଷ୍କର୍ମ ମାମଲାର ବିଚାରକରି ଆଜି ଫାଷ୍ଟ୍ରଟ୍ରାକ୍-ସ୍ପେସାଲ୍ କୋଟ୍ ବିଚାରପତି ସୂର୍ଯ୍ୟମଣି ମହାପାତ୍ର, ଅଭିଯୁକ୍ତ ଶତ୍ରୁଘ୍ନ ଦେହୁରୀକୁ ୨୦ ବର୍ଷ ସଶ୍ରମ କରାଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି ।…