Take a fresh look at your lifestyle.

ଢେଙ୍କାନାଳ ସିଦ୍ଧ ବଳରାମଜୀଉଙ୍କ ମନ୍ଦିର ରେ ଗରୁଡ଼ ଜନ୍ମ ଉତ୍ସବ ପାଳିତ

0 2

Get real time updates directly on you device, subscribe now.

ଢେଙ୍କାନାଳ କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମଜୀଉ ଙ୍କ ମନ୍ଦିର ପ୍ରାଙ୍ଗଣରେ ଗରୁଡ଼ ଜନ୍ମ ଉତ୍ସବ ପାଳିତ ହୋଇଯାଇଛି। ସନ୍ଧ୍ୟା ସମୟରେ ନୂତନ ବସ୍ତ୍ର ଗରୁଡ଼ ଙ୍କୁ ତୁଳସୀ ମାଳ ପୁଲ , ଖଇ , ଲୁଣ ଘିଅ ଭୋଗ ଲାଗି ପୂଜା ଅର୍ଚ୍ଚନା କରାଯାଇଥିଲା ।

ପୂଜକ ମନ ସୁମନ ମିଶ୍ର , ପୂଜକ ଶ୍ରୀବତ୍ସ ମିଶ୍ର , ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର କାହାଳୀଆ ଟିକନ ବେହେରା , ଜୀମାଦାର ଶ୍ୟାମ ସୁନ୍ଦର ପାଣିଗ୍ରାହି ଙ୍କ ଉପସ୍ଥିତି ରେ ଏହି ଗରୁଡ଼ ଜନ୍ମ ଉତ୍ସବ ପାଳନ ହୋଇଥିଲା

- Advertisement -

Get real time updates directly on you device, subscribe now.

Leave A Reply

Your email address will not be published.