Take a fresh look at your lifestyle.
Daily Archives

November 26, 2023

କାମାକ୍ଷାନଗର ରେ ସମ୍ବିଧାନ ଦିବସ ପାଳିତ

ଢ଼େଙ୍କାନାଳ ୨୬/୧୧- ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର ଗଡଜାତ ଭବନରେ ଆଜି ଭାରତୀୟ ସମ୍ବିଧାନ ଦିବସ, ଡ଼ଃ ବି ଆର ଆମ୍ବେଦକର ମୂଳ ନିବାସୀ ଦଳିତ ସେବା ସଂଘ କାମାକ୍ଷାନଗର ଓ ମୂଳ ନିବାସୀ ୟୁନାଇଟେଡ଼ ଫୋରମ୍ ଓଡିଶା ତରଫରୁ  ପାଳିତ ହୋଇଯାଇଛି। ସଙ୍ଘ ତରଫରୁ ସମ୍ବିଧାନ ସଚେତନତା ପାଇଁ…

କପିଳାସ ମହୋତ୍ସବ ୨୦୨୩ ଉଦଘାଟିତ

ଚଳିତ ବର୍ଷ ମାଇକ୍ରୋମିଡ଼ିଆ ଆୱାରନେସ୍ ଅନୁଷ୍ଠାନର ୨୧ବର୍ଷ ପୂର୍ତ୍ତି ଅବସରରେ ୫ମ କପିଳାସ ମହୋତ୍ସବ ଉପଲକ୍ଷେ ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ମହାପ୍ରଭୁଙ୍କ ନିକଟରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯିବା ସହ ଅତିଥିମାନଙ୍କ ଦ୍ୱାରା ମଶାଲରେ ଅଗ୍ନି ସଂଯୋଗ କରିଥିଲେ, ପରେ ମନ୍ଦିର ବେଢ଼ା ପରିକ୍ରମା…

ମହିମା ମହାବିଦ୍ୟାଳୟରେ ସାମ୍ପ୍ରଦାୟିକ ସଦଭାବନା ସପ୍ତାହ ପାଳନ

ମହିମାଗାଦି, ତା ୨୪.୧୧ ଯୋରନ୍ଦାସ୍ଥିତ ମହିମା ମହାବିଦ୍ୟାଳୟ ପରିସରରେ ଆଜି ପ୍ରାଧ୍ୟାପକ ପ୍ରହଲ୍ଲାଦ କୁମାର ସ୍ଵାଇଁଙ୍କ ସଭାପତିତ୍ଵରେ ଓଡିଶା ସରକାରଙ୍କର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଏବଂ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ମିଳିତ ଆନୁକୁଲ୍ଯରେ ସାମ୍ପ୍ରଦାୟିକ ସଦଭାବନା…

ବଣସିଂହ ଓ ରାଧାଦେଇପୁର ଗ୍ରାମପଂଚାୟତରେ କମ୍ବଳ ଓ ଚାଦର ବଂଟନ

ଢେଙ୍କାନାଳ: ସମାଜସେବୀ ତଥା ଆଇନ୍ଜୀବୀ ପ୍ରୀତି ରଞ୍ଜନ ମହାପାତ୍ରଙ୍କ ସହାୟତାରେ ବଣସିଂହ ଓ ରାଧାଦେଇପୁର ଗ୍ରାମପଂଚାତର ବିଧବା, ଅସହାୟ, ଗରିବ ଏବଂ ବିକଳାଙ୍ଗ ମାନଙ୍କୁ ପ୍ରାୟ ୫୦୦ ଜଣଙ୍କୁ କମ୍ବଳ ଓ ଚାଦର ବଂଟନ କରାଯାଇଛି । ବଣସିଂହ ସରପଂଚ ପ୍ରମିଳା ବେହେରା ଓ ରାଧାଦେଈପୁର ପଂଚାୟତର ସରପଂଚ…