ବଣିଆ ସଂଘ ଗୋଲ୍ଡ ଷ୍ଟାର୍ କ୍ଲବର ବିଶ୍ୱକର୍ମା ପୂଜା ଭସାଣୀ ଉତ୍ସବ
ଢେଙ୍କାନାଳ : ଢେଙ୍କାନାଳ ମୀନାବଜାରଠାରେ ବଣିଆ ସଂଘ ଗୋଲ୍ଡ ଷ୍ଟାର କ୍ଲବ୍ ପକ୍ଷରୁ ୩୭ ତମ ବିଶ୍ୱକର୍ମା ପୂଜା ମହାଆଡମ୍ବର ସହ ଗତ ୧୭ ତାରିଖରେ ପାଳିତ ହୋଇଥିଲା । ତିନିଦିନ ଧରି ପୂଜା ହୋଇଥିଲା ।
ଏହି ପୂଜା ମହା ଆଡମ୍ବରପୂର୍ଣ୍ଣ ଭାବରେ ଅନୁଷ୍ଠାନର କର୍ମକର୍ତାମାନଙ୍କ ଦ୍ୱାରା ସଂପାଦନ…