ଗୋପାଳ ସମାଜ ତରଫରୁ ନନ୍ଦୋତ୍ସବ ପାଳନ
ଭୁବନ : ପରମ୍ପରା ବିଧି ଅନୁସାରେ ଜନ୍ମାଷ୍ଟମୀ ବାସି (ପରଦିନ )ଗୋପାଳ ମାନେ କୃଷ୍ଣ ଭଗବାନଙ୍କ ଆଗମନର ଖୁସିରେ ବିଭୋର ହୋଇ ନନ୍ଦୋତ୍ସବ ପାଳନ କରିଥାଆନ୍ତି ।
ସମଗ୍ର ଭାରତରେ ଏହି ପର୍ବ ଧୁମଧାମରେ ପାଳନ କରାଯାଉଥିବା ବେଳେ ଢେଙ୍କାନାଳ ଜିଲ୍ଲା ଭୁବନ ରେ ଗୋପାଳ ସମାଜ ତରଫରୁ ଯୁବ ଯାଦବ…