ସଂସ୍କୃତ ହେଉଛି ସଂସ୍କୃତିର ପରିଚାୟକ
ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ବଳଦିଆବନ୍ଧସ୍ଥିତ ଗୌରାଙ୍ଗ ଚରଣ ବିଦ୍ୟାପୀଠ ଠାରେ ଉକôଳ ସଂସ୍କୃତ ଶିକ୍ଷକ ମହାସଂଘ ପକ୍ଷରୁ ରାଜ୍ୟ ସ୍ତରୀୟ ସଂସ୍କୃତ ଦିବସ ପାଳିତ ହୋଇଯାଇଛି ।
ସଭାପତି ପଣ୍ଡିତ ପ୍ରଫୁଲ୍ଲ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ପଣ୍ଡିତ…