ଅନ୍ତର୍ଜାତୀୟ ଜାଭେଲିନ ଖେଳାଳି କିଶୋର ଜେନାଙ୍କୁ ସମ୍ବର୍ଦ୍ଧିତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : ହଙ୍ଗେରୀର ବୁଦାପେଷ୍ଟ ଠାରେ ୱାର୍ଲଡ୍ ଆଥଲେଟିକ୍ସ ଚାମ୍ପିୟନସିପର ଜାଭେଲିନ୍ ଥ୍ରୋ ପ୍ରତିଯୋଗିତାରେ ପଞ୍ଚମ ସ୍ଥାନ ଅଧିକାର କରି ସଫଳତା ହାସଲ କରିଥିବା ପ୍ରଥମ ଓଡ଼ିଆ ଆଥଲେଟ୍ କିଶୋର ଜେନାଙ୍କୁ ଭେଟି ସମ୍ବର୍ଦ୍ଧିତ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା…