ଢେଙ୍କାନାଳ ଲେଖକ ସଂସଦର କବି ଗଙ୍ଗାଧର ମେହେର ଜୟନ୍ତୀ ପାଳନ
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଲେଖକ ସଂସଦ ଶାଣ୍ଡିଲ୍ୟ ବସନ୍ତ ଭବନ ପରିସରରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ମହାସମାରୋହରେ ସଂସଦର ସଭାପତି ବସନ୍ତ କୁମାର ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ନ ୯ ଘଟିକା ସମୟରୁ ୧୧ ଘଂଟା ପର୍ଯ୍ୟନ୍ତ ସାରଙ୍ଗଧର ମିଶ୍ରଙ୍କ…