ମା ଜେନା ଦେବୀ ଏବଂ ବାବା ଚନ୍ଦ୍ର ଶେଖର ମହାଦେବଙ୍କ ବାର୍ଷିକ ଉତ୍ସବ
ଢେଙ୍କାନାଳ : ସହର ଉପକଣ୍ଠ ଗୁଣ୍ଡିଚାପଡ଼ା ସ୍ଥିତ ମା ଜେନା ମଣି ପୀଠ ଠାରେ "ମା ଜେନା ଦେବୀ ଏବଂ ବାବା ଚନ୍ଦ୍ର ଶେଖର ମହାଦେବଙ୍କ ବାର୍ଷିକ ଉତ୍ସବ" ଆଜି ଠାରୁ ଆରମ୍ଭ ହୋଇ ଯାଇଛି। ସୂଚନା ଅନୁସାରେ ଗୁରୁବାର ୨ ଫେବୃଆରୀ ଠାରୁ ଶନିବାର ୪ ଫେବୃଆରୀ ପର୍ଯ୍ୟନ୍ତ ତିନିଦିନ ଧରି ଏହି ଉତ୍ସବ ପାଳନ…