Take a fresh look at your lifestyle.
Yearly Archives

2023

୧୩୯ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

କୋଣାର୍କ : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ପୁରୀ ଜିଲ୍ଲା ରୁ ଆଜି ୧୩୯ ଜଣ ବରିଷ୍ଠ ନାଗରିକ ଙ୍କୁ ତୀର୍ଥଯାତ୍ରାରେ ପ୍ରେରଣ କରାଯାଇଛି।ଏହି ବରିଷ୍ଠ ନାଗରିକ ମାନେ ବାରଣାସୀ ଓ ଆହ୍ଲାବାଦ ପରିଭ୍ରମଣ କରିବା ସହ ଚଳିତ ମାସ ୩୧ ତାରିଖରେ ପୁରୀ ଫେରିଆସିବାର କାର୍ଯ୍ୟକ୍ରମ ରହିଛି।…

ମହିମା ମହାବିଦ୍ୟାଳୟରେ ମତଦାତା ଦିବସ ପାଳନ

ଯୋରନ୍ଦା: ମହିମାଗାଦିସ୍ଥିତ ମହିମା ମହାବିଦ୍ୟାଳୟରେ ୧୩ ତମ ଜାତୀୟ ମତଦାତା ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ସଦାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଅଛି । ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିରୁପେ ପ୍ରାଧ୍ୟାପକ ପ୍ରହଲ୍ଲାଦ କୁମାର ସ୍ଵାଇଁ,…

ବୋହୂର ବିବାହ କରାଇଲେ ଶଶୁର।

 ଭୁବନେଶ୍ୱର: ବୋହୂର ବିବାହ କରାଇଲେ ଶଶୁର। ଏଭଳି ବିବାହ କରି ଉଦାହରଣ ସୃଷ୍ଟି କରିଛନ୍ତି ପୂର୍ବତନ ବିଧାୟକ ନବୀନ ନନ୍ଦ। ନିଜ ବିଧବା ବୋହୂଙ୍କୁ ପୁର୍ନବିବାହ କରାଇଛନ୍ତି ଗନ୍ଦିଆର ପୂର୍ବତନ ବିଧାୟକ ନବୀନ ନନ୍ଦ। ଏନେଇ ସେ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି।  ମୁଁ ଭୁଲ କରିଛି କି ଠିକ…

ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ।

ଢେଙ୍କାନାଳ : ଜଣେ ଉଚ୍ଚକୋଟୀର ସାହିତ୍ୟିକ, ସ୍ତମ୍ଭକାର, ଗବେଷକ, ଭାଷାତତ୍ତ୍ବବିତ୍, ବାଗ୍ମୀ, ଆଧ୍ୟାତ୍ମିକ ପ୍ରବକ୍ତା, ଜ୍ୟୋତିର୍ବିଦ୍ ଭାବେ ଓଡ଼ିଶା ଓ ଓଡ଼ିଶା ବାହାରେ ସୁପରିଚିତ ଢେଙ୍କାନାଳ ଜିଲ୍ଲା ନିବାସୀ ପଣ୍ଡିତ ଡକ୍ଟର ଅନ୍ତର୍ଯ୍ୟାମୀ ମିଶ୍ର। ଶାସ୍ତ୍ରୀୟ ଓଡ଼ିଆ ଭାଷା ପାଇଁ ସେ…

ସାଧାରଣତନ୍ତ୍ର ଦିବସ ଅବସରରେ ହେବାକୁ ଥିବା ପରେଡ୍‌ ପାଇଁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି।

ନୂଆଦିଲ୍ଲୀ: ଆଜି ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ହେବାକୁ ଥିବା ପରେଡ୍‌ ପାଇଁ ରାଜଧାନୀ ଦିଲ୍ଳୀଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ‌କିଛି ବି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଦିଲ୍ଳୀ ପୁଲିସ୍‌ର ଅନେକ ଦଳ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ କରୁଛନ୍ତି। ସୁରକ୍ଷା…

ଚନ୍ଦ୍ରଭାଗା ମାଘମେଳା ପାଇଁ ମୁତୟନ ହେବେ ୩୦୦ସ୍ବେଛାସେବୀ

କୋଣାର୍କ : ବିଶ୍ଵପ୍ରସିଦ୍ଧ ଚନ୍ଦ୍ରଭାଗା ମାଘମେଳା କୁ ଶାନ୍ତି ଶୃଙ୍ଖଳା ସହ ସମାପନ କରିବା ପାଇଁ ପ୍ରଶାସନ ଓ ସ୍ବେଛାସେବୀ ମାନଙ୍କର ଏକ ମିଳିତ ବୈଠକ ଅତିରିକ୍ତ ତହସିଲଦାର ସୌମେନ୍ଦ୍ର କୁମାର ତେଜ଼ ଙ୍କ ଅଧକ୍ଷତାରେ କୋଣାର୍କ ଯାତ୍ରୀନିବାସ ପରିସରରେ ବୁଧବାର ଅନୁଷ୍ଠିତ ହୋଇଯାଇଛି l     …

ସଚ୍ଚିଦାନନ୍ଦ ଉଚ୍ଚ ମlଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ମତଦାତା ଦିବସ ପାଳିତ

ଢେଙ୍କାନାଳ:ସଚ୍ଚିଦାନନ୍ଦ ଉଚ୍ଚ ମlଧ୍ୟମିକ ବିଦ୍ୟାଳୟ ଇନ୍ଦିପୁର ରେ ଆଜି 25/01/2023 ରେ ଜାତୀୟ ମତଦାତା ଦିବସ ପାଳିତ ହୋଇ ଯାଇଛି l ଏହି ଅବସରରେ ଆୟୋଜିତ ସଭାରେ ବିଦ୍ୟାଳୟ ର ଉପ ଅଧକ୍ଷ ଶ୍ରୀଯୁକ୍ତ ସମରେନ୍ଦ୍ର ସିଂ ସଭାପତିତ୍ୱ କରିଥିଲେ l ଆମ ଗଣତାନ୍ତ୍ରିକ ବ୍ୟବସ୍ଥାରେ ଗୋଟିଏ ମତଦାତା ର…

ପରାକ୍ରମ ଦିବସରେ ଦଧିସିଂହାର ନେତାଜୀ ମୂର୍ତୀସ୍ଥଳ ଅବହେଳିତ

ଢେଙ୍କାନାଳ : ଓଡିଆ ପୁଅ ବିଶ୍ୱବିଦିତ ଜାତୀୟ ନେତା ରୂପେ ପରିଗଣିତ ନେତାଜୀ ସୁବାଷ ଚନ୍ଦ୍ର ବୋଷ୍ଙ୍କ ଜନ୍ମସ୍ଥାନ କଟକ ସହରର କଲେଜ୍ ଛକରେ ରହିଛି ନେତାଜୀଙ୍କ ଅଶ୍ୱାରୋହୀ ଯୋଦ୍ଧା ରୂପେ ଏକ ଭବ୍ୟ ପ୍ରତିକୃତୀ । ଏହାକୁ ଦେଖି ଢେଙ୍କାନାଳ ଗଁଦିଆ ବ୍ଲକ୍ କାବେରା ପଞ୍ଚାୟତର…

ଛୁଆହାତୀର ମୃତଦେହ ଉଦ୍ଧାର

ଢେଙ୍କାନାଳ: ଢେଙ୍କାନାଳ ସଦର ବନାଞ୍ଚଳ ମହୁଲପଡା ଜଙ୍ଗଲ ମଧ୍ୟରୁ ଏକ ଛୁଆହାତୀର ମୃତଦେହ ପଡିଥିବା ଦେଖିବାକୁ ମିଳିଛି । ହାତୀ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ହାତୀମୃତ୍ୟୁ ସ୍ଥଳରେ ଦଳବଦ୍ଧ ହୋଇ ଅନ୍ୟ ହାତୀ ଜଗି ରହିଥିବାରୁ ବନବିଭାଗ ସେଠାରେ ପହଞ୍ଚି ପାରନଥିବା ଜଣାପଡିଛି । ମହୁଲପଡା…

ନେତାଜୀ ସୁବାଷ ଚନ୍ଦ୍ର ବୋଷ ଙ୍କ ଜନ୍ମ ଜୟନ୍ତୀ ପାଳନ

ଢେଙ୍କାନାଳ: ସଚେତନ ନାଗରିକ ଫୋରମ ତରଫରୁ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଅଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଢେଙ୍କାନାଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାପାତ୍ର  କରିବା ସହ ଢେଙ୍କାନାଳ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରେ…