ପ୍ରସିଦ୍ଧ ବଳଦ ଯାତ୍ରା ଉପଲକ୍ଷେ ଶାନ୍ତି କମିଟି ବୈଠକ ଅନୁଷ୍ଠିତ
ଭୁବନ : ଭୁବନ ର ଐତିହାସିକ,ପାରମ୍ପରିକ ତଥା ଗଣ ପର୍ବ ଭାବେ ପ୍ରସିଦ୍ଧି ଲାଭ କରିଥିବା ଦଶହରା ବଳଦ ଯାତ୍ରା ଉପଲକ୍ଷେ ଏନ୍ ଏ ସି ସଭା ଗୃହରେ ଆଜି ସନ୍ଧ୍ୟାରେ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଶାନ୍ତି କମିଟି ମୁଖ୍ୟ କାମାକ୍ଷା ନଗର ଉପ ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ଙ୍କ…