ସିବିଏସଇ ଦଶମ ପରୀକ୍ଷା ଫଳ: ଜିଲ୍ଲାରେ ସର୍ବୋଚ୍ଚ ସ୍ଥାନ ରେ ଅମରେଶ ତ୍ରିପାଠୀ
ଢେଙ୍କାନାଳ : ଆଜି ଅପରାହ୍ନରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସଇ ) ତରଫରୁ ଦଶମ ଓ ଦ୍ବାଦଶ ଶ୍ରେଣୀର ପରୀକ୍ଷା ଫଳ ପ୍ରକାଶିତ ହୋଇଅଛି। ଏଥିରେ ଢେଙ୍କାନାଳ ଜିଲ୍ଲାର ସେଣ୍ଟ ଜାଭିୟର୍ସ ହାଇସ୍କୁଲର ଛାତ୍ରଛାତ୍ରୀ ଶତ ପ୍ରତିଶତ ଉତ୍ତୀର୍ଣ୍ଣ ହୋଇ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ।…